-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||     

HOME   ଜିଲ୍ଲା

ଭାରସାମ୍ୟ ହରାଇ ଓଲଟିଲା ଫଳ ବୋଝେଇ ମିନି ଟ୍ରକ

14-Aug-2021



ବାଲିଗୁଡା(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ପୁରୁଣାସାହି ନିକଟରେ ଘଟିଛି ଦୁର୍ଘଟଣା । ଗାଡ଼ିରେ ଥିବା ତିନିଜଣ ଆହତ ହୋଇଛନ୍ତି ସମସ୍ତଙ୍କୁ କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୂଚନା ପ୍ରକାରେ ଶନିବାର ଦିନ ବ୍ରହ୍ମପୁରରୁ ଫଳ ନେଇ ଏକ ମିନି ଟ୍ରକ ବାଲିଗୁଡ଼ା ଆସୁଥିବା ବେଳେ କ.ନୂଆଗାଁ ପୁରୁଣା ସାହି ନିକଟ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଡ୍ରାଇଭର ସମେତ ଗାଡ଼ିରେ ଥିବା ତିନିଜଣ ଆହତ ହୋଇଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026

You Might Also Like