-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଚିକିତ୍ସା ଧିନ ଅବସ୍ଥାରେ ଟିଉସନ ମାଷ୍ଟର ଙ୍କ ପରଲୋକ , ଶୋକାକୁଳ ପରିବେଶ ରେ କାଉଡୋଲା ଗାଁ

14-Aug-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା)
ଚିକିତ୍ସା ଧିନ ଅବସ୍ଥାରେ ଟିଉସନ ମାଷ୍ଟରଙ୍କ ପର ଲୋକ।ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କଲାହାଣ୍ଡି ଜିଲ୍ଲା କୋକସରା ବ୍ଳକକାଉଡୋଲା ଗ୍ରାମରେ । କୃତ୍ତିବାସ ବେଶ୍ରା ଙ୍କ 40 ବର୍ଷ ବୟସ ଦ୍ୱିତୀୟ ପୁତ୍ର ରାଜିବ କୁମାର ବେଶ୍ରା  ସେ ଗୁରୁବାର ହଠାତ ଛାଡି ରେ ଜନ୍ତ୍ରଣା ଅନୁଭବ କରିଥିଲେ ।ପରେ ତାଙ୍କୁ କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଚିକିତ୍ସା ପାଇଁ ନିଆ ଯାଇଥିଲା ।

ହେଲେ ତାଙ୍କର ସ୍ୱାସ୍ଥ୍ୟ ବସ୍ଥା ସଙ୍କଟାପନ୍ନ ଥିବା ହେତୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସା ଳୟ ଠାରୁ ପୁଣି ତୁରନ୍ତ କଟକବଡ ମେଡିକାଲ କୁ ଚିକିତ୍ସା ପାଇଁ ନିଆ ଯାଇଥିଲା । ହେଲେ ଦୁର୍ଭାଗ୍ୟ ବଶତଃ ଚିକିତ୍ସା ଧିନ ଅବସ୍ଥାରେ ଶନିବାର ପ୍ରାତଃ ଶକାଳୁ ସକାଳୁ ତାଙ୍କର ପ୍ରାଣବାୟୁ ଛାଡି ଯାଇଥିବା ଜଣା ପଡିଥିଲା । ବାପା ଓ ବଡ ଭାଇ ସନ୍ଧ୍ୟା ରେ ମର ଶରୀର କୁ ନେଇ ନିଜ ଗାଁ କୁ ଆସିଥିବାବେଳେ ଶୋକାକୁଳ ପରିବେଶ  ପାଳଟି ଯାଇଥିଲା ପୁରା ଗାଁ ଦାଣ୍ଡ  । କାନ୍ଦ ବୋବାଳି ରେ ଉଛୁଳି ପଡିଥିଲା ଗାଁ । ସେଦିର୍ଘ ବର୍ଷ ଧରି ଗାଁର ଛାତ୍ରଛାତ୍ରୀ ମାନଙ୍କୁ ଟିଉସନମାଧ୍ୟମରେ ଶିକ୍ଷା ପ୍ରଦାନ କରି ଆସୁଥିଲେ ।
 ତାଙ୍କର ଶିକ୍ଷା ଦାନରେ ଅନେକ ଛାତ୍ରଛାତ୍ରୀ ସଫଳତା ହାସଲ କରିଥିବା ବେଶ ଜଣାଯାଏ।

ଶିକ୍ଷା ର ମାନଦଣ୍ଡ କୁ ଉନ୍ନତ କରିବାରେ ତାଙ୍କର ଭୂମିକା ବେଶଗୁରୁତ୍ୱ ପୁର୍ଣ୍ଣ ତଥା ଉଲ୍ଲେଖ ନିୟ ଅବଦାନ ରହିଛି ।  ତାଙ୍କ ଭଳି ଜଣେ ଅଭିଞ ଶିକ୍ଷାପ୍ରଦାନ କାରୀଙ୍କ ବିୟୋଗରେ ଆଜି କୋକସରା ବ୍ଳକର  ଅପୁରଣୀୟ କ୍ଷତି ଘଟିଥିବାଜଣାଯାଏ । ତାଙ୍କର  କୁନି କୁନି ଦୁଇ ଝିଅ ଓ   କଅଁଳ ଶିଶୁ ପୁତ୍ର ଟିଏ ଥିବା ବେଳେ  ବେସାହାରା ଅବସ୍ଥାରେ ଏବେ ପରିବାର । ବ୍ଳକ ପ୍ରଶାସନ ପକ୍ଷରୁ   ଏହି ପରିବାର କୁ ସରକାରୀ ସହାୟତା  ଯୋଗାଇ ଦେବା ପାଇଁ ସରକାର ଙ୍କୁ ପରିବାର ଲୋକେ ନିବେଦନ କରିଛନ୍ତି ll


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like