-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||     

HOME   ଜିଲ୍ଲା

ସୁକାନ୍ତି ଦିଦି ଙ୍କ ପରଲୋକ ରେ ସୋନପୁର ସହର ରେ ଶୋକ

14-Aug-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୋନପୁର ମେଡିକାଲ ର ବହୁ ପୁରାତନ ତଥା  ଅଭିଜ୍ଞ ଅନୁଭବୀ ନର୍ସ ଭାବେ ପରିଚିତ ସୁଶ୍ରୀ ସୁକାନ୍ତି ମିଶ୍ର ଙ୍କ ଗତ କାଲି ରତିରେ 86 ବର୍ଷ ବୟସ ରେ  ପରଲୋକ ଘଟିଛି l ଏ ଖବର ପ୍ରସାରିତ ହେବା ପରେ ସୋନପୁର ଟିକରି ପଡ଼ା, ଗୋକନେସ୍ୱର ପଡ଼ା ସମେତ ସାରା ସହର ରେ ଶୋକ ଖେଳି ଯାଇଛି l ସୁଶ୍ରୀ ସୁକାନ୍ତି ମିଶ୍ର ଜଣେ ଶାନ୍ତ, ଭଦ୍ର, ଦରଦୀ  ଓ  ଅମାୟିକ ମହିଳା ଥିବା ବେଳେ ସୁକାନ୍ତି ଦିଦି ଭାବେ ସେ ଜ଼ିଲ୍ଲା ସାରା ପରିଚିତ ଥିଲେ l ଲୋକେ ଦୂର ଦୁରାନ୍ତ  ଅନେକ  ମେଡିକାଲ ବୁଲି ବୁଲି ଗାଏନିକ ବିଭାଗ ଚିକିbତ୍ସା ତଥା ପ୍ରସୂତି  ପାଇଁ  ଖୁବ ହଇରାଣ ଓ ଖର୍ଚ୍ଚlନ୍ତ ହେଉଥିବା ସମୟରେ ଏଥିରେ ଖୁବ ଅଭିଜ୍ଞତା ଓ ଅନୁଭବ ଥିବା  ସୁକାନ୍ତି ଦିଦି  କିନ୍ତୁ  ଲୋକଙ୍କ ଅସମୟରେ  ଖବର ଆସିଲେ ସହର ତଥା ଗାଁ ଗାଁ  ପହଞ୍ଚି ମାଗଣା ରେ ଓ ସୁକ୍ଷ୍ମ ଭାବେ ପ୍ରସୂତି କରାଇ ହଜାର ହଜାର ଗରିବ ଓ ସାଧାରଣ ବର୍ଗ ର ପ୍ରସୂତି ମହିଳା ଙ୍କୁ ସହାୟତା କରିଥିଲେ l ଯେଉଁଥି ପାଇଁ କି ସୁକାନ୍ତି ସୁକାନ୍ତି ଦିଦି ଜଣେ ଦରଦୀ ଓ ପରୋପକାରୀ ମହିଳା ସେବିକା  ଭାବେ ଏ ଅଞ୍ଚଳ ରେ ଖୁବ ନାଁ କରିଛନ୍ତି l ସେବିକା ସୁଶ୍ରୀ ମିଶ୍ର ଙ୍କ ବିୟୋଗ ରେ ପୁତୁରା ରବି ପାଢ଼ୀ ଙ୍କ ସମେତ ସମସ୍ତ ସମ୍ପର୍କୀୟ, ଶୁଭେଛୁ  ମର୍ମାହତ ହୋଇ ସ୍ବର୍ଗୀୟ ଦିଦି ଙ୍କ ଅମର ଆତ୍ମl ର ଶାନ୍ତି ସଦଗତି କାମନା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026

You Might Also Like