-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||     

HOME   ଜିଲ୍ଲା

ନବମ ଓ ଦଶମ ଶ୍ରେଣୀର ସେମିଷ୍ଟାର ଢାଞ୍ଚରେ ପରୀକ୍ଷା ପଦ୍ଧତିକୁ ଏଆଇଡିଏସ୍‌ଓ ର ବିରୋଧ

14-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ଏଆଇଡିଏସ୍‌ଓ ପକ୍ଷରୁ ସାରା ଓଡିଶା ଦାବୀ ଦିବସ ଉପଲକ୍ଷେ ଏଆଇଡିଏସ୍‌ଓ ବଲାଙ୍ଗିର ଜିଲ୍ଲା କମିଟି ତରଫରୁ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପ୍ଲାଟିନିୟମ ଜୁବୁଲି ଗେଟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଅଛି । ନବମ ଓ ଦଶମ ଶ୍ରେଣୀର ସେମିଷ୍ଟାର ଢାଞ୍ଚାର ପରୀକ୍ଷା ପଦ୍ଧତି ବାତିଲ କରିବା, ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ କୁ ସମ୍ପୁର୍ଣ୍ଣ ପ୍ରତ୍ୟାହାର କରିବା ଏବଂ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ଖାଲି ପଡିଥିବା ସମସ୍ତ ଅଧ୍ୟାପକ ଓ କର୍ମଚାରୀ ପଦବୀ ତୁରନ୍ତ ପୁରଣ କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯିବା  ସହ ନୂତନ ଜାତିୟ ଶିକ୍ଷାନିତି ୨୦୨୦ର ଏକ ନକଲ ପୋଡାଯାଇଥିଲା । ନବମ ଓ ଦଶମ ଶ୍ରେଣୀରେ ସେମିଷ୍ଟାର ବ୍ୟବସ୍ଥା ଲାଗୁ ହେଲେ ଛାତ୍ରୀ ଛାତ୍ରୀଙ୍କର ପୂର୍ଣ୍ଣାଙ୍ଗ ଜ୍ଞାନ ଆହରଣ କରିବାରେ ବାଧାପ୍ରାପ୍ତ ହେବ । ଫଳରେ ଚିନ୍ତା କରିବାର କ୍ଷମତାରେ ମଧ୍ୟ ବିକାଶ ସଠିକ୍ ଭାବରେ ହୋଇପାରିବ ନାହିଁ । ଏଣୁ ଏହି ଧରଣର ପରୀକ୍ଷା ପଦ୍ଧତି ସମ୍ପୁର୍ଣ୍ଣ ଭାବେ ପ୍ରତ୍ୟାହାର କରାଯିବା ସହ ଶିକ୍ଷାବିତ୍ ଓ ଶିକ୍ଷା ସହ ସଂପୃକ୍ତ ବିଭିନ୍ନ ସଂଗଠନ ତଥା ଶିକ୍ଷା ପ୍ରେମି ଜନସାଧାରଣଙ୍କ ମତାମତ ନେଇ ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଷ୍ପତ୍ତି ନିଆଯାଉ ବୋଲି ଦୃଢ ଦାବି କରାଯାଇଛି । ଆଜିର ଏହି ବିକ୍ଷୋଭରେ ଜିଲ୍ଲା ସଭାପତି ରାଜେନ୍ଦ୍ର ରଣା, ଜିଲ୍ଲା ସଂପାଦକ ମଧୁସୁଦନ ବାଗ, ରାଜ୍ୟ ସଂପାଦକ ମଣ୍ଡଳି ସଦସ୍ୟ ସୁନିଲ ଭୋଇ,  ବିକାଶ ଜେନା, ତାମସ ବେହେରା, ଗୌରି ରାଉତ, ଅହଲ୍ୟା ସାହୁ, ସିତୟା ଭୋଇ, ବିଷମ ବାଗଙ୍କ ସହ ବହୁ ସଦସ୍ୟ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026

You Might Also Like