-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୋନପୁର : ସ୍ୱଚ୍ଛ ଭାରତ ପକ୍ଷରୁ ସଫେଇ ଅଭିଯାନ

15-Aug-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) :ଆଜି ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା ପକ୍ଷରୁ ମନମୁଣ୍ଡା ସୁବର୍ଣ୍ଣମେରୁ ଶୈବ ପୀଠ ଠାରେ ଏକ ସଫେଇ ଅଭିଯାନ କରାଯାଇଥିଲା l ଆଜିର ଏ ଅଭିଯାନ ରେ ସଂଗଠନ ର ସକ୍ରିୟ ସଦସ୍ୟ ଡାକ୍ତର ସୁନୀଲ ମହାପାତ୍ର,  ଗଣେଶ ମିଶ୍ର, ତରଣୀ ମେହେର, ବିଜୟ ତ୍ରିପାଠି, ଲଡ଼ୁ କିଶୋର ମଲ୍ଲିକ, ମନୋରଞ୍ଜନ ତ୍ରିପାଠୀ, ପ୍ରଫୁଲ୍ଲ ନାଏକ, ଛନ୍ଦl ଚରଣ ମେହେର, ତ୍ରିଲୋଚନ ତରିଆ, ପ୍ରତାପ ଦାଶ, ଜୟ ନାରାୟଣ ସାହୁ,  କ୍ରିଷ୍ଣା ମେହେର,  ଗୋପାଳ ମେହେର, ପ୍ରମୁଖ ଅନେକ ସଦସ୍ୟ ଅଂଶ ଗ୍ରହଣ କରିଥିଲେ l ପ୍ରକାଶ ଥାଉ କି ଯେ  ଦୀର୍ଘ ବର୍ଷ 2014 ରୁ ଏହି ସଂଗଠନ ର ସଭାପତି ଲଷ୍ମୀନାରାୟଣ ମେହେର ଓ ସୟଦ  ଅଲିମୁଲ  ଇସଲାମ ଙ୍କ ତତ୍ୱାବଧାନ ରେ ସୋନପୁର ଓ ମନମୁଣ୍ଡା ଉଭୟ ସହର ର ବିଭିନ୍ନ  ମନ୍ଦିର, ଉତ୍ସବ  ଓ ମେଡିକାଲ ର  ସଫେଇ ଅଭିଯାନ,  ତେଲ  ନଦୀ ବ୍ରିଜ  ର  ସଫେଇ ଓ ତାରି ରକ୍ଷଣା ବେକ୍ଷଣ ପାଇଁ ପ୍ରଶାସନ ସହ ଯୋଗାଯୋଗ ଜାରି ରଖି ଆସିଛନ୍ତି l ଏବଂ ସଫେଇ, ବିଭିନ୍ନ ସାମାଜିକ କାର୍ଯ୍ୟ ମାଧ୍ୟମରେ ଉଭୟ ଜ଼ିଲ୍ଲା ରେ ସ୍ୱଚ୍ଛ ସହର ଓ  ପରିବେଶ ସୁରକ୍ଷା ଲାଗି  ଜନସାଧାରଣ ଙ୍କୁ ସଚେତନତା ବାର୍ତ୍ତା ପହଂଚାଇବାରେ ଏକ ପ୍ରମୁଖ ଭୂମିକା ନିଭାଇ ଆସୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like