-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

କୋକସରା ଠାରେ ବ୍ଲକ ସ୍ତରୀୟ 75 ତମ ସ୍ୱାଧୀନତା ଦିବସ ପାଳନ l

15-Aug-2021



କଳାହାଣ୍ଡି,କୋକସରା( ତ୍ରିନାଥ ବେଶ୍ରା )
ଆଜି ହେଉଛି 75 ତମ ସ୍ୱାଧୀନତା ଦିବସ ସାରା ଦେଶ ପାଳନ କରୁଥିବାବେଳେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ର ଗୁଡ଼ହାଣ୍ଡି ମଞ୍ଚ ଠାରେ ମଧ୍ଯ ସ୍ଵାଧୀନତା ଦିବସ ପାଳନ କରାଯାଇଥିଲା l ଏହି ଅବସରରେ କୋକସରା ବ୍ଲକ ଅଧ୍ୟକ୍ଷl ଶ୍ରୀମତୀ ସଭ୍ୟାରାଣୀ ବାଗ ପତାକା ଉତ୍ତୋଳନ କରିଥିଲେ l କୋଭିଡ ସମୟରେ ଲୋକଙ୍କ ଅହରହ ସେବା କରିଥିବାରୁ ଆଶା ଦିଦି ଓ ସମାଜସେବୀ ଙ୍କୁ  ସମ୍ମାନିତ କରାଯାଇଥିଲା l ଅନ୍ୟପଟେ କୋକସରା ର  କୋର୍ଟ ପରିସରରେ Jmfc କୋଟ ବିଚାର ପତି -  ଅଭିନନ୍ଦନ ନନ୍ଦ ପତାକା ଉତ୍ତୋଳନ କରିଥିବାବେଳେ  , ବିଜେଡି ଅଫିସ ଠାରେ ଧର୍ମଗଡ ବିଧାୟକ ଶ୍ରୀଯୁକ୍ତ  ମୌଷଧି ବାଗ ପତାକା ଉତ୍ତୋଳନ କରିଥିଲେ

ସାଇ କମ୍ପ୍ୟୁଟର ଏ ଯୁ କେସନ୍ ଠାରେ ମଧ୍ୟ୍ୟ ମୁଖ୍ୟ ଅତିଥି ଭାବରେ କୋକସରା ଆଇ ଆଇ ସି  ଶ୍ରୀଯୁକ୍ତ ରମଣି ରଞ୍ଜନ ଦଲେଇ ପତକା ଉତ୍ତୋଳନ କରିଥିଲେ ଓ ଅଶ୍ୱିନ ପଟ୍ଟନାୟକ,ପବନ ଗୁପ୍ତା ସାଇ କମ୍ପ୍ୟୁଟର ଇଯୁ କେଶନ ମୁଖ୍ୟ ଡି ଙ୍ଗର ଗହିର ମଧ୍ୟ୍ୟ ଉପସ୍ଥିତ ଥିବା ବେଳେ  କୋକସରା ଆଇ ସି ଡ଼ି ଏସ  ଅଫିସ ଠାରେ ମଧ୍ୟ୍ୟପତକା ଉତ୍ତୋଳନ କରିଥିଲେ ଓ କଂଗ୍ରେସ ଅଫିସ  ଠାରେ ମଧ୍ୟ ସରକାରଙ୍କ କୋଭିଡ ନିୟମ କୁ ପାଳନ କରି ସ୍ୱାଧୀନତା ଦିବସ ପାଳନ କରାଯାଇ ଥିଲା lଏହି ଅବସରରେ କୋକସରା ଵିଡିଓ ମନିଷା ଦାସ , କୋକସରା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ ବେହେରା , କୋକସରା ପଞ୍ଚାୟତ ସମିତି କଲେଜ୍ ଅଧକ୍ଷ ଗୋବର୍ଦ୍ଧନ ବାଗ,କୋକସରା ସମିତି ସଭ୍ୟ ତ୍ରିଭୁବନ ନାଏକ, କୋକସରା ପୋଲିସ , କୋକସରା ଅଗ୍ନିଶମ କର୍ମଚାରୀ,ଓ ଜନସାଧାରଣ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like