-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୭୫ତମ ସ୍ୱାଧିନତା ଦିବସରେ ବୃକ୍ଷ ରୋପଣ

15-Aug-2021



ଡୁଙ୍ଗୁରିପାଲି, (ପ୍ରେରଣା ଖବର)- ସ୍ଥାନୀୟ ମାୟାବର୍ହାରେ  ହାଇସ୍କୁଲ ଓ କେଜିବିଭି ନୋଡାଲ ସ୍କୁଲରେ ମିଳିତ ଉଦ୍ୟମରେ କୋଭିଡ ଗାଇଡଲାନ ଅନୁପାଳନ କରି ୭୫ତମ ସ୍ୱାଧିନତା ଦିବସ  ପାଳିତ ହୋଇଯାଇଛି । ନୋଡାଲ ସ୍କୁଲର  ପ୍ରଧାନଶିକ୍ଷୟତ୍ରୀ  ମୌନାବତୀ ଜାଲ ମୁଖ୍ୟଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ମୋନଜ କୁମାର ପୂଜାରୀ ଓ ସିଆରସିସି ଜୟରାମ ସିକନ୍ଦର ଯୋଗଦାନ କରିଥିଲେ ।  କରୋନା ପ୍ରକୋପରେ ଦେଶର ବିକାଶର ଧାରା ବେଶ ପ୍ରଭାବିତ । ଛାତ୍ରଛାତ୍ରୀ ବିନା ଯେ ଆମେ ସ୍ୱାଧିନତା ଦିବସ ପାଳନ କରୁଛେ ଏ କଥାକୁ ବିଶ୍ୱାସ କରିହେଉନାହିଁ । କିନ୍ତୁ ଏ ହା ହିଁ ସତ୍ୟ ଓ କରୋନା ପ୍ରଭାବରେ ପିଲାଙ୍କ ପାଠ ପଢାରେ ପ୍ରତିକୂଳ ଭାବରେ ବାଧାପ୍ରାପ୍ତ ହୋଇଛି । ତଥାପି ଦେଶର ପ୍ରଗତିରେ କାମ କରି ଆମକୁ  ସ୍ୱାଧିନ କରାଇଥିବା  ମହାପୁରୁଷଙ୍କ ସ୍ୱପ୍ନକୁ ସାକାର କରିବାକୁ ହେବ ବୋଲି ଅତିଥି ବୃନ୍ଦ  ମତବ୍ୟକ୍ତ କରିଥିଲେ । ରାଜ୍ୟପୁରସ୍କାର ପ୍ରାପ୍ତ ଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା   ରବିଚନ୍ଦ୍ର ପଶାୟତ,

ସ୍କାଉଟ ମାଷ୍ଟର ଦିନବନ୍ଧୁ ପଧାନ, ଖେଳ ଶିକ୍ଷକ ଚୈତନ୍ୟ ବାରିକ ଦିବସର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଆଜିର ସ୍ୱାଧିନତା ଦିବସକୁ ସ୍ମରଣୀୟ କରିବାକୁ ଦେବଦାରୁ,ନିମ୍ବ, ଅଁଳା ଭଳି ୨୦ ଗୋଟି ବୃକ୍ଷର ଚାରା ବିଦ୍ୟାଳୟ ପରିସରରେ ରୋପଣ କରାଯାଇଥିଲା ।   ଶିକ୍ଷକ ନନ୍ଦିଘୋଷ ବାରିକ, ସଂଜିବ ପୂଜାରୀ, ପୁଷ୍ପାଂଜଳୀ ମିର୍ଦ୍ଧା,ତଷୋମତୀ ଭୋଇ, ରାଜଲକ୍ଷ୍ମୀନାଥ ସାହାଦେଓ, ଲକି ସାହୁ, ସଦାନନ୍ଦ ପଧାନ, ଦୟାସାଗର ପଧାନ, ସୌରଭ ସାହୁ, ପଲ୍ଲୀମା ପଧାନ,ୱାର୍ଡେନ ଚନ୍ଦ୍ରମା ମହାପାତ୍ର, ପରିଚାଳନା କମିଟୀ ସଭାପତି ଗୋପିକା କୁମ୍ଭାର, ମୀନକେତନ ଦାଶ, ବିଭୀଷଣ ଖମାରୀ ପ୍ରମୁଖ ଉପସ୍ଥତ ରହି କାର୍ଯ୍ୟକ୍ରମରେ ସହ ଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like