-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ “ଆଜାଦୀ କା ଅମୃତ” ଦିବସ ପାଳନ

15-Aug-2021



ବଲାଙ୍ଗିର , (ପ୍ରେରଣା ଖବର) - ରାଷ୍ଟ୍ର ପ୍ରଥମ ଓ ସର୍ବଦା ପ୍ରଥମ ରହିବ ।  ୧୯୪୭ ଅଗଷ୍ଟ ୧୫ ତାରିଖ ବ୍ରିଟିଶ ଶାସନରୁ ମୁକ୍ତ ହୋଇ ଭାରତ ଏକ ସ୍ୱାଧୀନ ରାଷ୍ଟ୍ର ଭାବରେ ପରିଚିତ ହୋଇଥିଲା । ସ୍ୱାଧୀନ ଭାରତ ୭୫ତମ ବର୍ଷ ପଦାର୍ପଣ ଶୁଭ ଅବସରକୁ ଆଜାଦୀ କା ଅମୃତ ମହୋତ୍ସବ ନାମରେ ପାଳନ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ  ଆହ୍ୱାନ କରିଛନ୍ତି । ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କୋଭିଡ-୧୯ ନିୟମାନୁସାରେ ନିରାଡମ୍ବର ଭାବରେ ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ତ୍ରିରଙ୍ଗା ପତାକା ଉତ୍ତୋଳନ କରି  ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । କୋଭିଡ-୧୯ ମହାମାରୀ ଏବେ ମଧ୍ୟ ରହିଛି । ତେଣୁ ଆମକୁ ସର୍ବଦା ସତର୍କ ରହିବାକୁ ପଡିବ । କୋଭିଡ ନିୟମ କଡାକଡି ଭାବରେ ପାଳନ କରିବାକୁ ପଡିବ । କୋଭିଡ ମୁକାବିଲା ଲାଗି ଟୀକା ହେଉଛି ଗୁରୁତ୍ୱପୂର୍ଣ୍ଣ ଉପାୟ ବୋଲି ପ୍ରଧାନ ଶିକ୍ଷକ ଶ୍ରୀମିଶ୍ର ମତ ପ୍ରକାଶ               କରିଥିଲେ । କରୋନା ମହାମାରୀ ଯୋଗୁଁ ବିନା ଶିକ୍ଷାର୍ଥୀରେ

କାର୍ଯ୍ୟକ୍ରମ ହେଉଥିବାରୁ ଏହି ଅବସରରେ ଦୁଃଖ ପ୍ରକାଶ କରିଥିଲେ । ବରିଷ୍ଠ ଶିକ୍ଷକ ବ୍ରଜମୋହନ ମାଝି କରୋନା ମହାମାରୀ ସମୟରେ କିପରି ଶୈକ୍ଷିକିକ କାର୍ଯ୍ୟକ୍ରମ ଠିକ୍ ଭାବରେ ଚାଲି ପାରିବ ସେ ବିଷୟରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ । ପରେ ଗ୍ରାମବାସୀମାନଙ୍କ ପାଖକୁ ଯାଇ କରୋନା ସଚେତନତା ସହ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଶିକ୍ଷକ ବିଶ୍ୱନାଥ ମେହେର, ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶ ଓ ସ୍କାଉଟ ମାଷ୍ଟର ହିମାଂଶୁ ଶେଖର ବିଶ୍ୱାଳଙ୍କ ଦ୍ୱାରା ସମ୍ପାଦିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ସୁଦର୍ଶନ ଦାଶ, ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ, ରେଣୁକା ସାହୁ, ଭାରତୀ ପଧାନ, ଯଶୋବନ୍ତୀ ସୁନା,  ଦ୍ରୋପଦୀ ଭୋଇ, କାନ୍ତୀ ଭୋଇ, ଅଙ୍ଗନୱାଡି କର୍ମୀ ଲିନୁ ସାହୁ, ସୁବିଧା ମାଝି ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ଆଦିତ୍ୟ ରଣା ପରିଚାଳନା କରିଥିବା ବେଳେ ଶିକ୍ଷକ ଲିଙ୍ଗରାଜ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like