-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିକାଶ ଆବାସିକ ବିଦ୍ୟାଳୟରେ ୭୫ ତମ ସ୍ଵାଧୀନତା ଦିବସ କୋଭିଡ୍ କଟକଣା ମଧ୍ୟରେ ପାଳିତ

15-Aug-2021



 ଆଜି  ସରକାରଙ୍କ ଗାଇଡ ଲାଇନ ଅନୁଯାୟୀ ବିକାଶ ଆବାସିକ ବିଦ୍ୟାଳୟ ବରଗଡ଼ରେ ୭୫ ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ସ୍ଵତନ୍ତ୍ରତା ଉତ୍ସବରେ ବିକାଶ ଗ୍ରୁପ ଓଫ ଇନଷ୍ଟିଚ୍ୟୁସନର ଚେୟାରମ୍ୟାନ ଶ୍ରୀ ଡି. ମୁରଳୀ କ୍ରୀଷ୍ଣା ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ବିକାଶ ଗ୍ରୁପ ଓଫ ଇନଷ୍ଟିଚ୍ୟୁସନର ଡାଇରେକ୍ଟର ଡ. ସମରେନ୍ଦ୍ର ନାଥ ପଣ୍ଡା ସ୍ଵାଗତ ଭାଷଣ ଦେବା ସହିତ ସମୃଦ୍ଧ ଭାରତ  ଗଠନରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଯୋଗଦାନ ମହତ୍ଵ ପୂର୍ଣ ଅଟେ ବୋଲି ମତବ୍ୟକ୍ତ କରିଥିଲେ । ମୁଖ୍ୟ ଅତିଥି ବିକାଶ ଗ୍ରୁପ ଓଫ ଇନଷ୍ଟିଚ୍ୟୁସନର ଚେୟାରମ୍ୟାନ ଶ୍ରୀ ଡି. ମୁରଳୀ କ୍ରୀଷ୍ଣା ନିଜ ଅଭିଭାଷଣରେ ଦେଢ଼ ବର୍ଷରୁ ଅଧିକ କୋଭିଡ୍ ମହାମାରୀର କରାଳ ଛାୟା ମଧ୍ୟରେ ଛାତ୍ର ଓ ଶିକ୍ଷକ ମାନଙ୍କର ଶିକ୍ଷା ପ୍ରତି ଉତ୍ସର୍ଗ ଭାବନା ଉପରେ ଆଲୋକପାତ କରିଥିଲେ ତଥା ବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ ବୋର୍ଡ ପରୀକ୍ଷାରେ

କିପରି ସଫଳତା ସହିତ ସର୍ବୋଚ ନମ୍ବରରଖି ଉତ୍ତିର୍ଣ୍ଣ ହୋଇଛନ୍ତି ତାହା ଛାତ୍ର ଛାତ୍ରୀଙ୍କ ଆଗରେ ଉଦବୋଧନ ମୂଳକ ରୂପେ ଉପସ୍ଥାପନ କରିଥିଲେ । ଏହି ଅବସରେ ବିକାଶ ଗ୍ରୁପ ଓଫ ଇନଷ୍ଟିଚ୍ୟୁସନର ମେନେଜିଙ୍ଗ ଡାଇରେକ୍ଟର ଜି. ଭାସ୍କର ରାଓ ସମସ୍ତ ଭାରତୀୟଙ୍କୁ ୭୫ ତମ ସ୍ଵାଧୀନତା ଦିବସ ଉପଲକ୍ଷେ ସୁଭେଚ୍ଛା ଜଣାଇବା ସହିତ ବର୍ତମାନ ପରିସ୍ଥିତିରେ କୋଭିଡ୍ ନିୟମ ପାଳନ ହିଁ ପ୍ରକୃତ ଦେଶ ଭକ୍ତିର ପରିଚୟ ବୋଲି ଅବିହିତ କରିଥିଲେ । ଏହି ଅବସରରେ ବିକାଶ ସିନିଅର ସେକେଣ୍ଡେରୀ ସ୍କୁଲର ଉପାଧ୍ୟକ୍ଷ ଶ୍ରୀ ଚିତ୍ତରଞ୍ଜନ ପତି ପୁରସ୍କାର ବିତରଣୀ ସଭାର କୃତି ପ୍ରତିଯୋଗୀ ମାନଙ୍କର ନାମ ଘୋଷଣା କରିଥିଲେ । କାର୍ଯକ୍ରମକୁ ରଙ୍ଗାରଙ୍ଗ ରୂପ ପ୍ରଦାନ ଉଦ୍ଧେଶ୍ୟରେ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଶ୍ରୀ ପ୍ରକାଶ ପଣ୍ଡାଙ୍କ ତତ୍ତ୍ଵାବଧାନରେ ଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ । ବିକାଶ ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଶିଶିର ପ୍ରସାଦ ରାଉଳ ଏହି ଅବସରରେ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ ସହିତ ଆତ୍ମନିର୍ଭରଶୀଳ ଭାରତ ଗଠନ ଉପରେ ମତବ୍ୟକ୍ତ କରିବା ସହିତ ଜସ୍ନ  - ଏ - ଆଜାଦି ଦିବସରେ ସ୍ଵାଧୀନତାର ସ୍ଵାଦ ଚାଖି ବିଶ୍ଵାସ ଓ ନିଷ୍ଠାର ସହ କର୍ମ କଲେ ଜୀବନରେ ସଫଳତା ନିଶ୍ଚୟ ମିଳେ ବୋଲି ଛାତ୍ର ଛାତ୍ରୀ ମାନଙ୍କୁ କର୍ମ ତତ୍ପରତାର ମୂଳମନ୍ତ୍ର ପ୍ରଦାନ କରିଥିଲେ । ଏହି ଅବସରରେ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ମୁରାରୀ ପ୍ରସାଦ ସାହୁ ,ବିକାଶ ଇନଷ୍ଟିଚ୍ୟୁସନ ଓଫ ଟେକନୋଲୋଜିର ଅଧ୍ୟକ୍ଷ ଶ୍ରୀ ଅଜୟ ମହାପାତ୍ର , ବିକାଶ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବି. କେ. ଦାଶ , ବିକାଶ ମଲ୍ଟି ସ୍ପେସାଲିଟି ହସ୍ପିଟାଲର ଡାଇରେକ୍ଟର ଡାକ୍ଟର ହିମାଂଶୁ ଶେଖର ମିଶ୍ର , ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏଡମିନିଷ୍ଟ୍ରେଟର ଅଫିସର ଶ୍ରୀଯୁକ୍ତ ଏସ. କେ. ରାଓ , ବିକାଶ ଡିଗ୍ରୀ କଲେଜ ଉପାଧ୍ୟକ୍ଷ ଆର. ଏସ. ଭି. କ୍ରୀଷ୍ଣା , ବିକାଶ  ଟେକନୋଲୋଜିର ଏଡମିନିଷ୍ଟ୍ରେଟର ଶ୍ରୀ ପୂର୍ଣ୍ଣେନ୍ଦୁ ମିଶ୍ର , ବିକାଶ ନର୍ସିଙ୍ଗ କଲେଜର ଉପାଧ୍ୟକ୍ଷା ଦୀପଞ୍ଜଳି ପଟେଲ ତଥା ବିକାଶ ଆବାସିକ ବିଦ୍ୟାଳୟର ଉପାଧ୍ୟକ୍ଷ ଶ୍ରୀ ପ୍ରଦୀପ କୁମାର ସାହୁ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଦ୍ଵାଦଶ ଶ୍ରେଣୀର ଛାତ୍ରୀ ଶୁଶ୍ରୀ ପ୍ରତିଭା ସାହୁ ପରିଚାଳନା କରିଥିଲେ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like