-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||     

HOME   ଜିଲ୍ଲା

ବିନିକା ସ୍ପୋର୍ଟସ କ୍ଲବ ତରଫରୁ ମିନି ମାରାଥନ ଦୌଡ଼ ପ୍ରତିଯୋଗୀତା ଅନୁଷ୍ଠିତ

16-Aug-2021



ବିନିକା(ହିମାଂଶୁ ଶେଖର ପୁଟେଲ) ଗତକାଲି ୭୫ତମ ପବିତ୍ର ସ୍ୱାଧୀନତା ଦିବସ ଅବସରରେ ବିନିକାର ଅଗ୍ରଣୀ ଅନୁଷ୍ଠାନ ବିନିକା ସ୍ପୋର୍ଟସ କ୍ଲବ ତରଫରୁ ଏକ ମିନିମାରାଥନ ଦୌଡ଼ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ଏଥିରେ ଅଞ୍ଚଳର ବିଭିନ୍ନ ଅନୁଷ୍ଠାନର ୪୦ଜଣ ପୁରୁଷ ଓ ମହିଳା ଭାଗ ନେଇଥିଲେ l ସ୍ଥାନୀୟ ଯୋଗେଶ୍ୱର ମନ୍ଦିର ଠାରୁ ଆରମ୍ଭ ଏହି ଦୌଡ ପ୍ରତିଯୋଗୀତାକୁ ବିନିକା ଥାନାର ସବ ଇନ୍ସପେକ୍ଟର ସୂର୍ଯ୍ୟକାନ୍ତ ସେଠୀ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ l ଏହି ଅବସରରେ ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ମହିଳା ଜୁନିଅର କଲେଜ ଅଧ୍ୟାପିକା ବିନ୍ଦୁଳତା କର,ବିନିକା ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର ପ୍ରମୁଖଙ୍କ ସମେତ ବହୁ ସଦସ୍ୟ ସାମିଲ ହୋଇଥିଲେ l ସମସ୍ତ ପ୍ରତିଯୋଗୀ ମୁଖ୍ୟ ରାସ୍ତାରେ ଦୋୖଡି କଲେଜ ଛକ,ନୂଆ ବଜାର,ବସଷ୍ଟାଣ୍ଡ ପରେ ସ୍ପୋର୍ଟସ କ୍ଳବକୁ ପହଞ୍ଚିଥିଲେ l ପରେ

ସ୍ପୋର୍ଟସ ସଭାଗୃହ ଠାରେ ସଭାପତି ସୋମନାଥ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ପୁରସ୍କାର ବିତରଣି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିନିକା ବିଜ୍ଞାପିତ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ,ସମ୍ମାନିତ ଅତିଥି ଭାବେ ସୂର୍ଯ୍ୟକାନ୍ତ ସେଠୀ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ l ଏଥିରେ ପୁରୁଷ ବିଭାଗରେ ଅଶୋକ ଭେଶ୍ରା(ପ୍ରଥମ),ତୋଳଚନ୍ଦ୍ର କର୍ଣ୍ଣ(ଦ୍ବିତୀୟ),ରାହୁଲ ତରିଆ(ତୃତୀୟ) ହୋଇଥିବା ବେଳେ ମହିଳା ବିଭାଗରେ ମାମିନା ବାରିକ(ପ୍ରଥମ),ଦିପ୍ତିମୟୀ ରଣା(ଦ୍ବିତୀୟ),ଟିଲି ପ୍ରଧାନ(ତୃତୀୟ) ସମ୍ମାନିତ ହୋଇଥିଲେ l କ୍କବର ସଂପାଦକ ମନୋଜ ଦାସ ସଭାକୁ ସଂଯୋଜନା କରିଥିବା ବେଳେ ଶେଷରେ ଉପସଭାପତି ବୁଲୁ ଦଣ୍ଡିଅା ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମରେ କ୍ଳବର ସମସ୍ତ ସଦସ୍ୟ ସକ୍ରିୟ ଭାବେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026

You Might Also Like