-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ଚାଲିଥିବା ଶିକ୍ଷାସେତୁ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ଚରଦାରେ ପିତୃମାତୃ ସମ୍ବିଲନୀ

16-Aug-2021



ବିନିକା(ହିମାଂଶୁ ଶେଖର ପୁଟେଲ)  କରୋନା ଯୋଗୁଁ ଦୀର୍ଘ ଦେଢବର୍ଷ ଧରି ସ୍କୁଲ ବନ୍ଦ ରହିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏକ ପ୍ରକାର ଅନ୍ଧକାରମୟ ଆଡକୁ ଗତି କରୁଥିବା ଜାଣି ଶେଷରେ ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାସେତୁ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଘରକୁ ଘର ପ୍ରଶ୍ନପତ୍ର ଶିକ୍ଷକ ମାନେ ଛାତ୍ରଛାତ୍ରୀଙ୍କୁ ଦେଇ ତାଙ୍କ ଜ୍ଞାନ ଆହରଣ କରୁଛନ୍ତି l ଏହି କାର୍ଯ୍ୟକ୍ରମର ଅଗ୍ରଗତି ନେଇ ଆଜି ବିନିକା ବ୍ଲକ ଅନ୍ତର୍ଗତ ଚରଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟତ୍ରୀ,ଅଭିଭାବକ ଅଭିଭାବିକା ମାନଙ୍କୁ ନେଇ ଏକ ଵୈଠକ ଅନୁଷ୍ଠିତ ହୋଇଥିଲା l ସରପଞ୍ଚ ସଦାନନ୍ଦ ଥନାପତି ଏଥିରେ ଅଧ୍ୟକ୍ଷତା କରିଥିବା ବେଳେ ବରିଷ୍ଠ ତଥା ସ୍କୁଲର ପ୍ରଧାନଶିକ୍ଷକ ରାମଜୀ ବାବୁ ସଭାକୁ ସଂଯୋଜନା କରିଥିଲେ l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିନିକା ଗୋଷ୍ଟି ଶିକ୍ଷା ଅଧିକାରୀ ଶଶିଭୂଷଣ ସେଠୀ ଯୋଗଦେଇ ଶିକ୍ଷାସେତୁର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ l ସମ୍ମାନିତ ଅତିଥି ଭାବେ ଏବିଇିଓ ସନ୍ତୋଷ କୁମାର ସାହୁ ମୋ ସ୍କୁଲ ଅଭିଯାନ ଓ ଶିକ୍ଷାଦର୍ପଣ ଉପରେ ମତ ରଖିଥିଲେl ସେହିପରି ଅତିଥି ସିଆରସିସି ଜୟନାରାୟଣ ପୁଝାରୀ ମୋ ସ୍କୁଲର ସଫଳତା ପାଇଁ ଗୋଷ୍ଟି ଓ ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ସହଭାଗିତା ଉପରେ କହିବା ସହ ମୋ ସ୍କୁଲ ଅଭିଯାନକୁ ୧ହଜାର ପ୍ରଦାନ କରିଥିଲେ l ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ,ସିଆରସିସି ପ୍ରେମାନନ୍ଦ ଦାସ,ନlଏକ ସରପଞ୍ଚ ରବୀନ୍ଦ୍ର ବାଘ ପ୍ରମୁଖଙ୍କ ସମେତ ଗ୍ରାମର ୩୫ଜଣ ଅଭିଭାବକ ଅଭିଭାବିକା ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like