-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବଙ୍କ ବଲାଙ୍ଗିର ଗସ୍ତ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ ୨୨ ରେ ଆସିବେ କେନ୍ଦ୍ର ରେଳ ମନ୍ତ୍ରୀ

16-Aug-2021



କଣ୍ଟାବାଞ୍ଜି ( ଆନନ୍ଦ କୁମାର ମୋଟେ ) କେନ୍ଦ୍ର ସରକାରଙ୍କ ନୁତନ ମନ୍ତ୍ରୀ ମଣ୍ଡଳ ତିଆରି ହୋଇଥିବା ସମସ୍ତ ମନ୍ତ୍ରୀ ଗାଁକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରବିଛି । ଏହି ସମୟରେ ଗାଁ  ଲୋକଙ୍କ ସମସ୍ୟା ବୁଝିବେ । ସେହି ପରିପେକ୍ଷିରେ ଆସନ୍ତା ୨୨ ତାରିଖ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ବଲାଙ୍ଗିର ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ଆଜି ହରିଭବନ ଠାରେ ଜିଲ୍ଲା ସଭାପତି ଶିବାଜି ମହାନ୍ତିଙ୍କୁ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । କୁଚିଣ୍ଡା ପୁର୍ବତବ ବିଧାୟକ ତଥା  ବିଜେପି ରାଜ୍ୟ ସାଧାରଣ ସଂପାଦକ ରବିନାରାୟଣ ନାଏକ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ରେଳ ମନ୍ତ୍ରୀଙ୍କ ଗସ୍ତର ସଂପୁର୍ଣ୍ଣ ବିବରଣି ଦେଇଥିଲେ । ଗସ୍ତ ସମୟରେ ୧୪ ରୁ ୧୫ ଟି ସ୍ଥାନରେ ମନ୍ତ୍ରୀ କାର୍ଯ୍ୟକ୍ରମ ରଖିଛନ୍ତି । କଲାହାଣ୍ଡି ରୁ ବଲାଙ୍ଗିର ମନ୍ତ୍ରୀ ଆସିବା ସମୟରେ ଯେଉଁ ସବୁ ଗାଁ ପଡିବ ସେହି ଗାଁ ମାନଙ୍କରେ ପୁର୍ବରୁ ଜିଲ୍ଲା ସଭାପତି ମାନେ ଆୟୋଜିତ କରିଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ମନ୍ତ୍ରୀ ଗସ୍ତ ଯୋଗୁ ଏ ଅଂଚଳର ବିକାଶ ହେବ  ଯେଉ ବିକାଶ ଦୀର୍ଘ ବର୍ଷରୁ ଅପୁରଣୀୟ ହୋଇ ରହିଥିଲା ତାହା ବର୍ତମାନ ପୁରଣ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ନାଏକ ସୁଚନା ଦେଇଥିଲେ । ଏହି ସାମ୍ବାଦିକ ସମ୍ମିଳନିରେ ବିଜେପି ରାଜ୍ୟ ସଂପାଦକ ଶିମାଂଚଳ ଖଟେଇ, ରାଜ୍ୟ କୃଷକ ମୋର୍ଚା ସାଧାରଣ ସଂପାଦକ ଲକ୍ଷ୍ମଣ ବାଗ, ବଲାଙ୍ଗିର ବିଧାୟକ ପ୍ରାର୍ଥୀ ଅନନ୍ତ ଦାସ, ପାଟଣାଗଡ ବ୍ଲକ ଅଧ୍ୟକ୍ଷ ଭକ୍ତବନ୍ଧୁୁ ନାଏକ ସହ ଅନ୍ୟ ବିଜେପ ପଦାଧିକାରି ଉପସ୍ଥିତ ଥିଲେ ।,


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like