-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଜିଲ୍ଲା ତେଲି ସମାଜ ତରଫରୁ ସ୍ଵାଧୀନତା ଦିବସ ପାଳିତ

16-Aug-2021



ବଲାଙ୍ଗିର (ପ୍ରେରଣା ଖବର) ୭୫ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଜ଼ିଲ୍ଲା ତେଲି ସମାଜ, ବଲାଙ୍ଗୀର ତରଫରୁ   ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମକୁ ସଭାପତି  ମୋତିଲାଲ ସାହୁ  ଉପସଭାପତି ମଗଶିର ସାହୁ ସମ୍ପାଦକ ପ୍ରହରୀ ସାହୁ,  ସହସମ୍ପାଦକ ଜେଠୁ ସାହୁ, କୋଷାଧକ୍ଷ ପିତାମ୍ବର ସାହୁ, ପୀତବାସ ସାହୁ ତଥା ନଗର  ମା ଭଉଣୀ, ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ  ମୁଖ୍ୟ ଅତିଥି ସମାଜର ବୟୋଜ୍ୟେଷ୍ଟ   ସମାଜସେବୀ  ତଥା ଜ଼ିଲ୍ଲା ପରିଷଦର ଉପାଧ୍ୟକ୍ଷ ପାଣ୍ଡଵ ସାହୁଙ୍କ ହସ୍ତରେ ଜାତୀୟ ପତାକା ଉତ୍ତୋଳନ କରା ଯାଇଥିଲା l 
ତାପରେ ସମ୍ମାନୀୟ ଅତିଥିଙ୍କ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ କରାା ଯାଇଥିଲା  l ତାପରେ ସମାଜ ରେ ଶିକ୍ଷା ପ୍ରତି ଆଗ୍ରହ ଜନ୍ମାଇବା ପାଇଁ ମାଟ୍ରିକ ଓ +୨ ରେ ଅତ୍ୟଧିକ ମାର୍କ ରଖିଥିବା ଛାତ୍ରଛାତ୍ରୀଙ୍କୁ ପ୍ରତି ବର୍ଷ  ଜ଼ିଲ୍ଲା ତେଲିସମାଜ ତରଫରୁ ପାଣ୍ଡଵ ସାହୁଙ୍କ ସାହାୟତାରେ ଆର୍ଥିକ ପୁରସ୍କାର ସହ ପ୍ରଶଂସା ପତ୍ର ପ୍ରଦାନ କରାଯିବାର ଘୋଷଣା କରା କରାଯାଇଥିଲା 

  
  
ଶେଷରେ କବି ଅର୍ଜୁନ ସାହୁ ଆମ ବୀର ସୈନିକ ଙ୍କ  ସାହାସିକତା କୁ ନେଇ ଏକ ବିରତ୍ୱ ଗାଥା ଗାନ କରିଥିଲେ.
  ଉକ୍ତ କାର୍ଯ୍ୟକ୍ରମ କୁ ସଫଳ କରିବାରେ ଭ୍ରମର ସାହୁ, ପୂର୍ଣ୍ଣ ସାହୁ, ନରେଶ ସାହୁ,ଚୈତନ୍ୟ,ଅଶୋକ ସାହୁ,ସନ୍ତୋଷ ସାହୁ,ନାରାୟଣ ସାହୁ,ବିଶ୍ଵାମିତ୍ର ସାହୁ, ଶରତ ସାହୁ, ଖୁସିରାମ ସାହୁ, ବିଷ୍ଣୁ ସାହୁ ତଥା ସମାଜ ର ସମାଜ ସମସ୍ତ କର୍ମ କରତା ସହଯୋଗ କରି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026

You Might Also Like