-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୭୫ତମ ସ୍ୱାଧିନତା ଦିବସରେ ବଲାଙ୍ଗିର ଜିଲ୍ଲା ଦୌରାଜଜ୍ ଙ୍କ ସିଭିଲକୋର୍ଟ ତଥା ଆଦୃତ ବାଳ ନିକେତନରେ ବୃକ୍ଷରୋପଣ ଓ ମିଷ୍ଟାନ୍ନ ବଣ୍ଟନ

16-Aug-2021



ବଲାଙ୍ଗିର,(ପ୍ରେରଣା ଖବର)-  ଭାରତବର୍ଷର ୭୫ତମ ସ୍ୱାଧୀନତା ଦିବସ ଉପଲକ୍ଷେ ବଲାଙ୍ଗିର ସିଭିଲକୋର୍ଟ ତଥା ପଥରଚେପା ସ୍ଥିତ ଆଦୃତ ବାଳନିକେତନନ ରେ ବଲାଙ୍ଗିର ଜିଲ୍ଲା ଦୌରାଜଜ୍ ଲୋକନାଥ ମହାପାତ୍ର ସମସ୍ତ ବିଚାର ବିଭାଗିୟ ଅଧିକାରୀ ତଥା କର୍ମଚାରୀଙ୍କ ଗହଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାତଃ ୮ ଘଣ୍ଟା ସମୟରେ ସିଭିଲକୋର୍ଟ ପରିସରରେ ଜାତିୟ ପତାକା ଉତ୍ତୋଳନ ଜିଲ୍ଲା ଜଜ୍ କରିବା ପରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା । ବଲାଙ୍ଗିର ଭିଜିଲାନ୍ସ ଜଜ୍ ଅଜନ୍ତା ଷଡଙ୍ଗି, ଏଡିଜେ ଦେବାଶିତ ରାଉତ, ଫେମିଲି ଜଜ୍ ପ୍ରଶାନ୍ତ କୁମାର ନାଏକ, ଏଡିଜେ ପ୍ରଜ୍ଞା

ପରମିତା ରାଉତ, ସରେଜ କୁମାର ଦାଶ, ଅଭିଳାଷ ସେନାପତି, ସିନିୟର ସିଭିଲ ଜଜ୍ ଜ୍ୟୋତି ରଂଜନ ଦାଶ, ରେଜିଷ୍ଟ୍ରାର ଅମିତ କୁମାର ବାରିକ, ଏସ୍‌ଡିଜେଏମ୍ କୈଳାସ ସାହୁ, ଡିଏଲ୍‌ଏସ୍‌ଏ ସେକ୍ରେଟେରୀ ଦେବାଶିଷ ଦାଶ, ସ୍ପେସିଆଲ ଜୁଡିସିଆଲ ମାଜିଷ୍ଟ୍ରେଟ ରମେଶ ଚନ୍ଦ୍ର ରାୟଗୁରୁ ପ୍ରମୁଖ ବୃକ୍ଷରୋପଣ କରିଥିଲା । ଏହା ପରେ ଜିଲ୍ଲା ଜଜ୍ ସମେତ ସମସ୍ତ ବିଚାର ବିଭାଗିୟ ଅଧିକାରୀ ଏବଂ କର୍ମଚାରୀ ପଥରଚେପା ସ୍ଥିତ ଆଦୃତ ବାଳନିକେତନ ପରିଦର୍ଶନ କରି ସମମସ୍ତ ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରିବା ସହ ଜିଲ୍ଲାଜଜ୍ ଶ୍ରୀ ମହାପାତ୍ର ସମସ୍ତଙ୍କର ସୁବିଧା ଅସୁବିଧା ବିଷୟରେ ଆଦୃତ ଅଧିକାରିମାନଙ୍କ ସହ ଆଲୋଚନା କରିଥିଲେ । ଆଦୃତ ବାଳ ନିକେତନ ପରିସରେ ଜିଲ୍ଲା ଜଜ୍ ତଥା ବିଚାର ବିଭାଗିୟ ଅଧିକାରୀ ଏବଂ କର୍ମଚାରୀମାନେ ବୃକ୍ଷରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମ ବଲାଙ୍ଗିର ଜିଲ୍ଲା ବିଚାର ବିଭାଗିୟ

କର୍ମଚାରୀ ସଂଘର ସହଯୋଗରେ ଅନୁଷ୍ଠିତ ହୋଇଥିଲା । ସମସ୍ତ କର୍ମଚାରୀ ତଥା ହେଡକ୍ଲର୍କ ପଂଚାନନ ପଟ୍ଟନାୟକ, ସଭାପତି ପ୍ରକାଶ ନେପାକ, ଦେବୀ ପ୍ରସାଦ କ୍ଷେତି, ସୁଧିରଂଜନ ହୋତା, ମହେନ୍ଦ୍ର ନାଏକ, ସୁଧିର କୁମାର ସେଠ, ଦୁତିଆ ଦେହୁରି, ପ୍ରେମରାଜ ପଟେଲ, ସୁବ୍ରତ କୁମାର ମିଶ୍ର, ରାଜେନ୍ଦ୍ର ଦାଶ, ସଂଜିତ ଦାଶ, ରାଜେନ୍ଦ୍ର ପଣ୍ଡା, ଦିଗାମ୍ବର ଯୋଷି, ଭକ୍ତ ଜୁଏଡ, ସୁଭାଂଶୁ ବାଗ, ରାମ ବାଗ, ଅବିଲ ତ୍ରିପାଠି, ଶ୍ରଦ୍ଧାଞ୍ଜଳି ମେହେର, ସନ୍ଦିପ୍ତା ହୋତା, ନିଶିଗନ୍ଧା ସାହୁ, ପ୍ରତିରାଣି ଗଡୁଆ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like