-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ପ୍ରଶାସନ ପକ୍ଷରୁ ଗୋ -ସୁରକ୍ଷା ଅଭିଯାନ ର ଶୁଭାରମ୍ଭ: ସହଯୋଗର ହାତ ବଢ଼ାଇଲେ ପ୍ରମୁଖ  ସ୍ବେଛାସେବୀ ସଂଗଠନ

16-Aug-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମାଁ ସୁରେଶ୍ୱରୀ ଙ୍କ ମନ୍ଦିର ଶମ୍ବୁଖ ରୁ ଜ଼ିଲ୍ଲା ପ୍ରଶାସନ ଓ ପୌର ପ୍ରଶାସନ ପକ୍ଷରୁ ଗୋ -ସୁରକ୍ଷା ଅଭିଯାନ ର ଶୁଭାରମ୍ଭ କରାଯାଇଅଛି l ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି

ଅଭିଯାନ ର ଶୁଭାରମ୍ଭ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଉପ -ଜ଼ିଲ୍ଲାପାଳ ନିହାର ରଞ୍ଜନ କହଁର , ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ରମେଶ ଚନ୍ଦ୍ର ପ୍ରଧାନ,  ଡାକ୍ତର ସୁନୀଲ ମହାପାତ୍ର, ତହସିଲଦାର ନବୀନ ପାଢୀ, ପୌର ଅଧିକାରୀ ଶୁଭ୍ରାଂଶୁ ରୁଟ,  ସୂଚନା ଲୋକସମ୍ପର୍କ ଅଧିକାରୀ ଅଶ୍ଵିନୀ ଭୋଇ  ଯୋଗ ଦେଇ ପୌର କର୍ମଚାରୀ  ଓ  ବିଭିନ୍ନ  ସ୍ବେଛାସେବୀ ଙ୍କୁ ଉତ୍ସାହିତ କରିଥିଲେ l ଆଜି ପ୍ରଥମ ଦିନ ରେ କିଛି  ବୁଲା ଗାଈ ଗୋରୁ ଙ୍କୁ ଧାରା ଯାଇ  ସ୍ଥାନୀୟ ପଟାଭାଡ଼ି କୋଲପଡ଼ା ସ୍ଥିତ  କାଞ୍ଜି ହାଉସ  କେୟାର ସେଣ୍ଟର ରେ ଭର୍ତ୍ତି କରା ଯାଇଛି l ପୌର ପ୍ରଶାସନ ନିର୍ବାହୀ ଅଧିକାରୀ ଶ୍ରୀ ରୁଟ, ସୂଚନା ଅଧିକାରୀ  ଶିବ ପ୍ରସାଦ ସାହୁ,  ନୋଡାଲ ଅଫିସର ଅଜିତ ନାଏକ  ଙ୍କ ତତ୍ୱାବଧାନ ରେ ସମସ୍ତ କାର୍ଯ୍ୟକ୍ରମ କୁ ପରିଚାଳନା କରାଯାଇଥିବା ବେଳେ ବିଶିଷ୍ଟ  ସମାଜ ସେବୀ ଶ୍ରୀ ବତ୍ସ ମଲ୍ଲିକ, ବଜରଙ୍ଗ ଦଳ, କେଶରୀଆ ହିନ୍ଦୁ ବାହିନୀ, ଆର ଏସ ଏସ, ସ୍ୱଚ୍ଛ ଭାରତ,  ରାମଧୁନ କ୍ଲବ, ଚନ୍ଦ୍ରଶେଖର ପାଠାଗାର,ୟୁଥ ଫର ଏକ୍ସନ,  ବୁଢା ରାଜା ୟୁଥ କ୍ଲବ, ସମେତ ସହର ର ପ୍ରମୁଖ ସ୍ବେଛାସେବୀ ସଂଗଠନ ଏହି ମହତ ଅଭିଯାନ ରେ ପ୍ରଶାସନ କୁ ପୂର୍ଣ୍ଣ ସହଯୋଗ କରି ଜନସାଧାରଣ ଙ୍କୁ ସଚେତନ ମଧ୍ୟ କରିଥିଲେ  l ଏ ଅଭିଯାନ କୁ ସଫଳ କରିବା  ପାଇଁ ଗତ ସପ୍ତାହ ରେ 

ପ୍ରଶାସନ ପକ୍ଷରୁ ବିଭିନ୍ନ ସାମାଜିକ ସଂଗଠନ, ବୁଦ୍ଧିଜୀବୀ ଙ୍କୁ ନେଇ ଜ଼ିଲ୍ଲାପାଳ, ଏ ଡ଼ି ଏମ, ପୌର ଅଧିକାରୀ ଅଧ୍ୟକ୍ଷତା ରେ  ବାରମ୍ବାର  ପ୍ରସ୍ତୁତି ବୈଠକ କରାଯାଇଥିବା ବେଳେ ଗତ କାଲି ସହର ପ୍ରାୟ ସମସ୍ତ ୱାର୍ଡ ମାନଙ୍କ ରେ ପ୍ରଶାସନିକ ଅଧିକାରୀ ମାନଙ୍କ ଉପସ୍ଥିତି ରେ ୱାର୍ଡ କମିଟି ମାନ ଗଠନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026

You Might Also Like