-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ "ଭାରତ ରତ୍ନ" ପ୍ରଦାନ ପାଇଁ ସମଲେଇ ପୀଠ ରୁ ଦସ୍ତଖତ ଅଭିଯାନ ଆରମ୍ଭ, ବହୁ ସଂଖ୍ୟା ରେ ଜନସାଧାରଣ ହେଲେ ସାମିଲ, ପ୍ରଥମ ଦିନ ରେ ୨୦ ହଜାର ରୁ ଉର୍ଦ୍ଧ ଦେଲେ ଦସ୍ତଖତ

16-Aug-2021



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ): "ସ୍କାନ" ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ "ଭାରତ ରତ୍ନ" ପ୍ରଦାନ ଦାବୀ ନେଇ ରାଜ୍ୟବ୍ୟାପି ଦସ୍ତଖତ ଅଭିଯାନ ଅଗଷ୍ଟ ପନ୍ଦର ସ୍ୱାଧୀନତା ଦିବସ ଦିନ ମା' ସମଲେଇ ପୀଠ ରୁ ପୂଜାର୍ଚନା ପରେ ଶୁଭାରମ୍ଭ ହୋଇଛି I "ସ୍କାନ" ର ମୁଖ୍ୟ ଉପଦେଷ୍ଟା ତଥା ପୂର୍ବତନ ବିଧାୟିକା ଡ଼. ରାସେଶ୍ୱରୀ ପାଣିଗ୍ରାହୀ ପ୍ରଥମେ ଦସ୍ତଖତ କରି ଏହି ଅଭିଯାନ କୁ ଶୁଭାରମ୍ଭ କରିଥିଲେ I ସେ ତାଙ୍କ ବାର୍ତ୍ତା ରେ "ଭାରତ ରତ୍ନ" ଉପାଧି ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସର୍ବୋତ୍ତମ ଯୋଗ୍ୟ ବ୍ୟକ୍ତି ବୋଲି ଅଭିହିତ କରିଛନ୍ତି I ଆଜି ପ୍ରଥମ ଦିନ ରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳ ହୀରାକୁଦ, ବୁର୍ଲା ଓ଼ ସମ୍ବଲପୁର ରୁ ପ୍ରାୟ ୨୦ ହଜାର ରୁ ଉର୍ଦ୍ଧ ବ୍ୟକ୍ତି ଏହି ଦସ୍ତଖତ ଅଭିଯାନ ରେ ସାମିଲ ହୋଇ ଦସ୍ତଖତ କରିଥିଲେ I ଏହି କାର୍ଯ୍ୟକ୍ରମ ରେ ଅନ୍ୟତମ ଉପଦେଷ୍ଟା ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକ, ଉପଦେଷ୍ଟା ପାର୍ବତୀ ସେଠ, "ସ୍କାନ" ଅନୁଷ୍ଠାନ ର ଅଧକ୍ଷ ତଥା ଏହି ଦସ୍ତଖତ ଅଭିଯାନ ର ରାଜ୍ୟ ଆବାହକ ସୁଧାଂଶୁ ଶେଖର ମହାରଣା, ରାଜ୍ୟ ସଂଯୋଜକ ସରୋଜ ସାହୁ, ଜ଼ିଲ୍ଲା ସଂଯୋଜକ ହୀରାଲାଲ ବେହେରା, ରାଜ୍ୟ ପରିଷଦ ସଭ୍ୟ ଇଂ. ଗାନ୍ଧୀ ବେହେରା, ବିଜୁ ମହିଳା ଜନତା ଦଳ ରାଜ୍ୟ ସମ୍ପାଦିକା କଳ୍ପନା ମିଶ୍ର, ଜ଼ିଲ୍ଲା ବିଜୁ ମହିଳା ଜନତା ଦଳ ସଭନେତ୍ରୀ ବନ୍ଦିତା ରାଣୀ ମିଶ୍ର, ବିଜେଡି ଜ଼ିଲ୍ଲା ଉପ ସଭାପତି କିରଣ ବେହେରା, ନାରୀନେତ୍ରୀ ସୁରେଖା ସାହୁ,ଭାବେଶ ଚାନ୍ଦ, ସମ୍ପାଦକ କୂଳ ଶେଖର ବାରିକ, ଲଷ୍ମୀ ନାରାୟଣ ପ୍ରଧାନ, ସୂର୍ଯ୍ୟ କୁମାର ପଣ୍ଡା, ପ୍ରମୁଖ ଙ୍କ ସମେତ ବହୁ ସଂଖ୍ୟା ରେ ଜନସାଧାରଣ ଉପସ୍ଥିତ ଥିଲେ I ସମ୍ବଲପୁର ମହାନଗର ନିଗମ ଅଂଚଳ ର ସମସ୍ତ ୱାର୍ଡ ରୁ ଏହି ଦସ୍ତଖତ ଅଭିଯାନ ସୁଚାରୁ ରୂପେ ସୁପରିଚାଳନା ପାଇଁ ସଂଯୋଜକ ଓ଼ ସହ ସଂଯୋଜକ ମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା I ମା' ସମଲେଇ ପୀଠ ରୁ ଆରମ୍ଭ ହୋଇଥିବା ଏହି ଦସ୍ତଖତ ଅଭିଯାନ ରାଜ୍ୟ ର ୧୪୭

ବିଧାନସଭା କ୍ଷେତ୍ର ଅନ୍ତର୍ଗତ ୫ ମହାନଗର ନିଗମ, ୩୪ ମୁନୁସିପାଲିଟି, ୬୭ ଏନଏସି ଅଂଚଳ ସହ ୩୧୪ ବ୍ଲକ ର ୫୩, ୮୪୫ ଗ୍ରାମ ପରିକ୍ରମା କରି ପ୍ରାୟ ୧ କୋଟି ଦସ୍ତଖତ ସଂଗ୍ରହ କାରାଯିବା  I  ଏହା ଆସନ୍ତା ବର୍ଷ ଜାନୁଆରୀ ୧୫ ତାରିଖ ଦିନ ଶେଷ ହେବାକୁ ଥିବା ବେଳେ ଜାନୁଆରୀ ୨୩ ତାରିଖ ଦିନ ସମସ୍ତ ଦସ୍ତଖତ ପତ୍ର ଗୁଡିକୁ ମହାମହିମ ରାଷ୍ଟ୍ରପତି ଙ୍କୁ ପ୍ରଦାନ କାରାଯାଇ ନବୀନ ପଟ୍ଟନାୟକ ଙ୍କୁ "ଭାରତ ରତ୍ନ" ଉପାଧି ପ୍ରଦାନ କରାଯାଉ ବୋଲି ନିବେଦନ କାରାଯିବ I  ଏହି ଦସ୍ତଖତ ଅଭିଯାନ ଅପରାହ୍ନ ୩ ଘଟିକା ରେ ହୀରାକୁଦ ମା ସନ୍ତୋଷୀ ମନ୍ଦିର ଛକ ଏବଂ ୫ ଟା ରେ ବୁର୍ଲା  ପେଟ୍ରୋଲ ପମ୍ପ ଛକ ରେ ଅନୁଷ୍ଠିତ ହୋଇଥିଲା I ସ୍କାନ ର ହୀରାକୁଦ ସଂଯୋଜକ ଫକୀର ପ୍ରଧାନ ଏବଂ ବୁର୍ଲା ସଂଯୋଜକ ହୃଷିକେଶ ସ୍ୱାଇଁ ଙ୍କ ତତ୍ୱାବଧାନ ରେ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟା ରେ ଲୋକଙ୍କ ସମର୍ଥନ ଦେଖିବାକୁ ମିଳିଥିଲା I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like