-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଶିଶୁ କଳାକାର ଡି ସାଇ ଶ୍ରୀୟାଂଶୀ ବହୁ ପ୍ରତିଭାର ଅଧିକାରିଣୀ

17-Aug-2021



ଜଗତସିଂହପୁର(ନୃସିଂହ ବାରିକ) : ପ୍ରଥମ ଶ୍ରେଣୀରେ ଅଧ୍ୟୟନ କରୁଥିବା କୁନି କଳାକାର ଡି ସାଇ ଶ୍ରୀୟାଂଶୀ ଶ୍ରଦ୍ଧା ନାମ *ଚେଣ୍ଟି* ବୟସ ମାତ୍ର ୬ ବର୍ଷ। ଏବେ ବହୁ ପ୍ରତିଭାର ଅଧିକାରିଣୀ । ନୃତ୍ୟ ସଂଗୀତରେ ସମସ୍ତଙ୍କ ମନ ମୋହୁଛନ୍ତି। ଗାଁ ରୁ ସହର ସବୁଠି ତାଙ୍କର ଚର୍ଚ୍ଚା ।ରଜ କୁଇନ୍ କିମ୍ବା ଆଲବମରେ  ଅବା କୌଣସି ମଞ୍ଚରେ ନିଖୁଣ ନୃତ୍ୟ ପରିବେଷଣ କରି ସେ ଦର୍ଶକ ଓ ବିଚାରକଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥାନ୍ତି । ବହୁ ପ୍ରତିଭାର ଅଧିକାରିଣୀ ଏହି ଶିଶୁ କଳାକାର ବଡ ବଡ ଅନୁଷ୍ଠାନରୁ ଢେର ସାରେ ପ୍ରମାଣପତ୍ର ଓ ଟ୍ରଫି ହାସଲ କରିଛନ୍ତି । ଜଗତସିଂହପୁର ଜିଲ୍ଲାର ତରଡାପଡା ଗ୍ରାମରେ ଜନ୍ମଗ୍ରହଣ କରିଥିବା ଏହି ଶିଶୁଟି ଦେଢ ବର୍ଷ ବୟସରୁ ତାଙ୍କ କୁନି ପାଦରେ ଘୁଙ୍ଗୂର ବାନ୍ଧି ନୃତ୍ୟ ଶିକ୍ଷା ଆରମ୍ଭ କରିଆସୁଛନ୍ତି । ବର୍ତ୍ତମାନ ସୁଦ୍ଧା ଓଡିଶୀ  ନୃତ୍ୟ ,ସଙ୍ଗୀତ ଓ ଅଭିନୟ ଇତ୍ୟାଦି କରି ବିଭିନ୍ନ ସ୍ଥାନରେ ସେ ସମ୍ମାନିତ ହୋଇଛନ୍ତି। ଏତଦ୍ ବ୍ଯତିତ ତାଙ୍କର ବୈଦିକ ଯଜ୍ଞ କରିବା ଏବଂ ନିର୍ଭୁଲ ଭାବରେ ବେଦ ମନ୍ତ୍ର ପାଠ କରିବାରେ  ଆଗ୍ରହ ମଧ୍ୟ ରହିଛି। ବେଦ ମନ୍ତ୍ର ଗୁଡିକର ସ୍ବର ତଥା ଉଚ୍ଚାରଣ ଏପରି ସ୍ପଷ୍ଟ ଓ ସୁମଧୁର ଯେ କୌଣସି ବ୍ୟକ୍ତିର ମନରେ ଆଧ୍ୟାତ୍ମିକ ଭାବନା ଜାଗ୍ରତ କରିବାରେ ସକ୍ଷମ ହୋଇଥାଏ। ଭବିଷ୍ୟତରେ ଜଣେ ଭଲ ବେଦ ବିଦୁଷୀ ତଥା କଳାକାର ହୋଇ ସମସ୍ତଙ୍କର ହୃଦୟରେ ସ୍ଥାନ ଅଧିକାର କରିବା ସହିତ ପୋଲିସ ଚାକିରୀ କରି  ସମାଜର କଲ୍ୟାଣ ପାଇଁ ନିଜକୁ ସମର୍ପଣ କରିବା ତାଙ୍କ ଜୀବନର ଲକ୍ଷ୍ଯ ବୋଲି ଶ୍ରୀୟାଂଶୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏଥିନିମନ୍ତେ ତାଙ୍କ ମା ସସ୍ମିତା ମିଶ୍ର ଓ ବାପା

ସୁରଜ୍ ପଣ୍ଡା ସମସ୍ତ ପ୍ରକାର ପ୍ରସ୍ତୁତି ଚଳାଇଥିବା ପ୍ରକାଶ କରିଛନ୍ତି। ଜେଜ ରଶ୍ମିରଞ୍ଜନ ମିଶ୍ର ଓ ଜେଜି ମା ସଂଯୁକ୍ତା ଦାଶ ମଧ୍ୟ ଅଧିକ ଶ୍ରଦ୍ଧା କରିବା ସହ କୁନି ଝିଅଟି ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି । ତାଙ୍କ  ଭିତରେ ଥିଵା ସମସ୍ତ ଗୁଣକୁ ଦେଖି ପରିବାରର ସଦସ୍ୟ ଗର୍ବିତ ଅନୁଭବ କରୁଛନ୍ତି । ରିପୋର୍ଟ-ନୃସିଂହ ଚରଣ ବାରିକ


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like