-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଜିଲ୍ଲା ସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

17-Aug-2021



ପୁର(ସମୀର ରଞ୍ଜନ ନାୟକ ) ଜିଲ୍ଲା ସ୍ତରୀୟ ସଡkକ ସୁରକ୍ଷା କମିଟି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । କାଠପୋଲ ମରାମତି ଓ ପୁନଃରୁଦ୍ଧାର କରିବା ନିମନ୍ତେ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୩୧୬ ନଂ ଜାତୀୟ ରାଜପଥରୁ ଅବରୋଧ ହଟେଇବା ଓ ୪୦ଟି ଅନଧିକୃତ ମିଡିୟାନ ବନ୍ଦ କରିବା, ସତ୍ୟବାଦୀ, ସାତଶଙ୍ଖ, ପଟ୍ଟନାୟିକିଆ ଛକ, ମାଳତୀପାଟପୁର ଠାରେ ଆଲୋକୀକରଣ ବ୍ୟବସ୍ଥା ଏବଂ ଦୁର୍ଘଟଣା ପ୍ରବଣ ସ୍ଥାନ (ବ୍ଲାକ ସ୍ପଟ) ଯାଞ୍ଚ କରି ପଦକ୍ଷେପ ନେବା,ସ୍ଥାନୀୟ ପୁଲିସ ସହ ପରାମର୍ଶ କରି ହମ୍ପ୍ସ ବଦଳରେ ସ୍ପିଡ ବ୍ରେକର ଲଗାଇବା ପାଇଁ କୁହାଯାଇଛି ।  ଆସନ୍ତା ୧୫ ତାରିଖ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥସହ ରାଜପଥ କର୍ତ୍ତୃପକ୍ଷଙ୍କ ସହ ସ୍ବତନ୍ତ୍ର ଆଲୋଚନା କରାଯିବ । ଗୁଡ ସମରିଟାନ ପଲିସି  ଓ ଅଜଣା ଗାଡି ଧକ୍କା ଜନିତ ଚିକିତ୍ସା ପାଣ୍ଠି (ସୋଲାଟିୟମ ଫଣ୍ଡ) ଅଧିନରେ ଦୁର୍ଘଟଣାରେ ଆହତ ବ୍ୟକ୍ତି ବିଶେଷଙ୍କୁ ସଠିକ ସମୟରେ ସାହାଯ୍ୟ ନିମନ୍ତେ ଥିବା ପ୍ରୋତ୍ସାହନ ସଂପର୍କରେ ସଚେତନତା ସୃଷ୍ଟି କରାଯିବ । ଏଥିସହ ପୁରୀ ବସଷ୍ଟାଣ୍ଡରେ ଅତ୍ୟାଧୁନିକ ଶୌଚାଳୟ ନିର୍ମାଣ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆ ଯାଉଥିବା ନିର୍ବାହୀ ଅଧିକାରୀ ଜଣାଇଥିଲେ । ବେପରୁଆ ଓ ମଦ୍ୟପାନ ଜନିତ ଗାଡିଚାଳନା ବିରୁଦ୍ଧରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ  ସଂପର୍କରେ ଆଲୋଚନା ହୋଇଛି । 
ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜାତୀୟ ରାଜପଥ କର୍ତ୍ତୃପକ୍ଷ ସୁପରିଣ୍ଟେଣ୍ଡେଣ୍ଟ୍  ଇଞ୍ଜିନିୟର ଶ୍ରୀ ଜୟନ୍ତ କୁମାର, ତହସିଲଦାର ଶ୍ରୀ ରବିନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ଟ୍ରାନ୍ସପୋର୍ଟ ମ୍ୟାମେଜର ଶ୍ରୀ ଜାନକୀ ବଲ୍ଲଭ ସାହୁ, ବେସରକାରୀ ବସ ମାଲିକ ସଘଂ ସମ୍ପାଦକ ଶ୍ରୀ ଲୋକନାଥ ପାଣି,  ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସମୀର ରଞ୍ଜନ ଦଳାଇ, ମୋଟରଯାନ ନିରୀକ୍ଷକ ଶ୍ରୀ ଶୁଭେନ୍ଦୁ ରଞ୍ଜନ ରାୟ ଓ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ମମତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like