-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଘଠନ ମାଧ୍ୟମରେ ମୋଚାଟସାଲି କାର୍ଯ୍ୟକ୍ରମ

17-Aug-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
କାେଭିଡ ମହାମାରୀ ଯାେଗୁଁ ଦେଶ ତଥା ସାରା ଓଡିଶା ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ  ହୋଇ ପଡିଛି। ସ୍କୁଲ ଯାଉଥିବା ଛାତ୍ର ଛାତ୍ରୀ ମାନେ ପାଠ ପଢିବାର ସୁଯୋଗ ପାଇ ନ ପାରି ପାଠ ପଢାରୁ ବଞ୍ଚିତ ହୋଇଛନ୍ତି।ଏହାକୁ ଦୃଷ୍ଟିରେ ରଖି ଆତ୍ମଶକ୍ତି ଟ୍ରଷ୍ଟ  ଇଣ୍ତିଆ , ମହିଲା ଶ୍ରମଜୀବି ମଞ୍ଚ ଓଡିଶା ,ଓଡିଶା ଶ୍ରମଜୀବି ମଞ୍ଚ ଓଡିଶା ଓ ନାଗରିକ ବିକାଶ  ସଂଗଠନ କଳାହାଣ୍ଡି ଙ୍କ ଦ୍ବାରା ଗତ ଜୁଲାଇ ୨୦୨୦ ବର୍ଷ ରେ ମିଶନ ୩,୫,୮, କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା ।ପରବର୍ତ୍ତୀ ସମୟରେ ଫେବ୍ରୁଆରି ୨୦୨୧ ରେ କଳାହାଣ୍ଡି  ଜିଲ୍ଲାର  କୋକସରା ବ୍ଲକର ବିଭିନ୍ନ ଗ୍ରାମରେ ରେମିଡାଲ୍ କ୍ଳାସ୍ ଖୋଲାଯାଇ ସ୍ବେଚ୍ଛାସେବୀ ମାନଙ୍କ ଦ୍ବାରା ଶିକ୍ଷାଦାନର ବ୍ୟବସ୍ଥା କରାଯାଇଥିଲା ଓ ପରେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଗୁରୁତ୍ବ କୁ ଉପଲବଧି କରି ମିଶନ ୧ଲକ୍ଷ ଭଲି ଏକ ବଳିଷ୍ଠ ପଦକ୍ଷେପ୍ ନିଆଯାଇଥିଲା।

ପ୍ରତି ଗ୍ରାମରେ ସ୍ବେଚ୍ଛାସେବୀମାନଙ୍କ ମାଧ୍ୟମରେ ଓଡିଶାରେ ଏକଲକ୍ଷ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନର ବ୍ୟବସ୍ଥା  କରାଯାଇଥିଲା ମୋ ଚାଟଶାଳୀ ଅଧିନରେ। ବର୍ତ୍ତମାନର ଆବଶ୍ୟକତା କୁ ଲକ୍ଷ୍ୟ କରି ସାରା ରାଜ୍ୟରେ ୫ ଲକ୍ଷ୍ୟ ଛାତ୍ରଛାତ୍ରୀଙ୍କୁ ମିଶନ ଚାଟଶାଳୀ ମାଧ୍ୟମରେ  ଶିକ୍ଷା ପ୍ରଦାନ କରାଯିବାର ଯୋଜନାର ଶୁଭାରମ୍ଭ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ  କରାଯାଇଅଛି । ଏହି  ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ କାଉଡୋଳା ଗ୍ରାମପଞ୍ଚାୟତର ନାଏବ୍   ସରପଞ୍ଚ ଶ୍ରୀଯୁକ୍ତ ଦେବିସିଂ  ତାଣ୍ଡି, ସମିତି ସଭ୍ୟ ଶ୍ରୀଯୁକ୍ତ ସାଧୁ ବେମାଲ୍ ସ୍ଵେଛାସେଵି ଶ୍ରୀଯୁକ୍ତ ଲଛମନ୍ ଭାଟି ସମେତ ସମ୍ବାଦୀକ କର୍ମକର୍ତ୍ତାମାନେ ମଧ୍ୟ ଯୋଗ ଦେଇଥିଲେ  । ଏବଂ ଉକ୍ତ କାର୍ଯ୍ୟକ୍ରମକୁ  ନାଗରିକ ବିକାଶ ସଂଗଠନ କଳାହାଣ୍ଡି କର୍ମକର୍ତ୍ତା ଉପେନ୍ଦ୍ର ସୁନାନୀ, ତ୍ରିନାଥ ବେଶ୍ରା, ହେମାମାଳିନୀ ନାଏକ, ଏବଂ ମୁକ୍ତା ଠାକୁର ଯୋଗଦେଇ କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like