-+91-9937148622 |
prerana_bgr@rediffmail.com |
Saturday 14th March 2026 |
R.N.I. Regd No. ODIODI/2010/46693
Breaking News
31-Oct-2020
ନଭେମ୍ବର ପାଇଁ ଆସିଲା ରାଜ୍ୟ ସରକାରଙ୍କ ନୂଆ ଗାଇଡ ଲାଇନ । ଆସନ୍ତା ୧୬ ତାରିଖରୁ ଖୋଲିବ ସ୍କୁଲ । ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ଖୋଲିବ ସ୍କୁଲ । ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ସ୍କୁଲ ଖୋଲିବାକୁ ଅନୁମତି ଦିଆଯାଇଛି । ଅନ୍ୟ ଶିକ୍ଷାନୁଷ୍ଠାନ ନଭେମ୍ବର ୩୦ ଯାଏଁ ବନ୍ଦ ରହିବ। ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା ରଖିଛନ୍ତି । ସମୀର ଦାଶ କହିଛନ୍ତି କେମିତି ପ୍ରସ୍ତୁତ ହେବ ଗାଇଡଲାଇନ୍ , ସମସ୍ତ ଅଂଶୀଦାଙ୍କ ସହ ଆଲୋଚନା କରିବାକୁ ସଚିବଙ୍କୁ ଦିଆଯାଇଛି ନିର୍ଦ୍ଦେଶ!!