-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୋନପୁର ସୁତା କଳ ଡି କଲୋନି ରେ ଜବରଦଖଲ ଉଚ୍ଛେଦ, ଜବରଦଖଲକାରୀ ଙ୍କ ମଧ୍ୟରେ ଉତ୍ତେଜନା

17-Aug-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ଓ ମାତୃ ସ୍ବାସ୍ଥ୍ୟ କେନ୍ଦ୍ର ରାସ୍ତାକଡରେ ଥିବା ଜବର ଦଖଲକାରୀଙ୍କୁ ଉଛେଦ କରିଛି ଆଜି  ରାଜସ୍ବ ବିଭାଗ  l ଦୀର୍ଘ ଦିନରୁ ଉକ୍ତ ନୂତନ  ସ୍ବାସ୍ଥ୍ୟ କେନ୍ଦ୍ର ରାସ୍ତାର ଉଭୟ ପାର୍ଶ୍ବରେ ଲୋକେ ସରକାରୀ ଜମି ଜବରଦଖଲ କରି ରହି ଆସୁଥିଲେ l  ନୂତନ ଭାବେ  ୧୮ କୋଟି ଟଂକା ବ୍ୟୟ ଅଟକଳରେ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ହେବା ପରେ ଉଭୟ ରାଜସ୍ବ ବିଭାଗ ଓ ପୌର ପରିଷଦ ପକ୍ଷରୁ ଜବରଦଖଲକାରୀଙ୍କୁ ସରକାରୀ ଯାଗା ଛାଡି ଦେବା ପାଇଁ  ପୂର୍ଵ ରୁ ବାରମ୍ବାର ସୂଚନା ଦିଆ  ଯାଇଥିଲା   l ହେଲେ ଅମାନିଆଁ ଜବରଦଖଲକାରୀ ମାନେ ରାଜସ୍ବ ବିଭାଗର ତାଗିଦ କୁ ଅବମାନନା କରି ଆସୁଥିଲେ l   ଫଳରେ ଆଜି ରାଜସ୍ବ ବିଭାଗ ଓ ପୌର ପରିଷଦ ପକ୍ଷରୁ ଜବରଦଖଲ କାରୀଙ୍କୁ ଉଛେଦ କରାଯାଉଛି  l ଘଟଣା ସ୍ଥଳରେ ପ୍ରବଳ ଉତ୍ତେଜନା ସୃଷ୍ଟି ଯୋଗୁଁ  ଜିଲ୍ଲା ପୋଲିସ ପକ୍ଷରୁ ଅପ୍ରୀତିକର ପରିସ୍ଥିତିକୁ ଏଡେଇବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା l ପୌର ପରିଷଦର କର୍ମଚାରୀ,  ସଦର ତହସିଲଦାର ନବୀନ ପାଢୀ ଓ  କାର୍ଯ୍ୟାଳୟର ଅନ୍ୟ  କର୍ମଚାରୀଙ୍କ ସମେତ ସ୍ଥାନୀୟ ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳୟର କର୍ମଚାରୀଙ୍କ ଉପସ୍ଥିତିରେ ଏହି ଉଛେଦ ଅଭିଯାନ ଚାଲିଥିଲା  । ଜ଼ିଲ୍ଲାର  ଏକ ମାତ୍ର ଶିଳ୍ପାନୁଷ୍ଠାନ  ସୁତାକଳ ଟି ବନ୍ଦ ହେବା ପରେ ଦୀର୍ଘ ବର୍ଷରୁ  ଘର ଓ ଦୋକାନବାଡି କରି ରହି ଆସୁଥିବା ବେସାହାରା ପରିବାର  (ଜବରଦଖଲକାରୀ )ମାନେ ଏବେ  ସହରର ଅନ୍ୟ ଯାଗାରେ ତାଙ୍କୁ ତୁରନ୍ତ  ଥଇଥାନ କରିବା ପାଇଁ ପ୍ରଶାସନ କୁ ଦୃଢ଼  ଦାବୀ କରିଛନ୍ତି  ।ରାଜସ୍ବ ବିଭାଗର ଏହି ଜବରଦଖଲ ଉଛେଦ ଅଭିଯାନର ପ୍ରତିବାଦ କରିବା ସହିତ ଜବରଦଖଲକାରୀମାନେ ପ୍ରଥମେ ତାଙ୍କୁ  ଥଇଥାନ କରିବା ପାଇଁ ଦାବୀ କରିଛନ୍ତି  l ରାଜସ୍ବ ଅଧିକାରୀଙ୍କ ସହିତ ଜବରଦଖଲକାରୀ  ମହିଳା ମାନେ ମଧ୍ୟ  ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଥିଲା l   ତେବେ ରାଜସ୍ବ ବିଭାଗ ପକ୍ଷରୁ ଯୋଗ୍ୟ ଜବରଦଖଲକାରୀଙ୍କୁ ଚିହ୍ନଟ

କରି ଯାଗା ମିଶନ ଯୋଜନାରେ ଘରଡିହ  ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରଶାସନ ପକ୍ଷରୁ  ଘର ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନିଆଯାଇଥିବା ଆଜି  ଜଣା ପଡିଛି  । ନୂତନ ଭାବେ ସ୍ବାସ୍ଥ୍ୟ କେନ୍ଦ୍ରଟି ତିଆରି ହୋଇଥିବା ବେଳେ ଏହା କାର୍ଯ୍ୟକ୍ଷମ ହେଲେ ଗମନାଗମନ ସୁବିଧା ଦୃଷ୍ଟିରୁ ଏହି ଜବରଦଖଲକାରୀଙ୍କୁ ଉଛେଦ କରାଯାଉଥିବା ପୌର ଓ  ରାଜସ୍ବ ବିଭାଗ ସୂଚନା ଦେଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like