-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ପ୍ରଶାସନ ପକ୍ଷରୁ ଗୋ -ସୁରକ୍ଷା ର ଦ୍ଵିତୀୟ ଦିବସ ର ଅଭିଯାନ:   ଡ଼ିଆଇପିଆରଓ ନିଜେ  ଧରିଲେ ୫ ଗୋଟି ଗାଈ 

17-Aug-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ): ଆଜି  ସୁବର୍ଣ୍ଣପୁର ସହର ର ବ୍ଲକ ଛକ, ବୁଢା ରଜା ଛକ, କଚେରୀ ଛକ,  ଏସ ପି ଅଫିସ  ଓ  ଜ଼ିଲ୍ଲାପାଳ ଅଫିସ  ରୋଡ଼ ରେ  ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ ଓ ପୌର ପ୍ରଶାସନ ପକ୍ଷରୁ ଗୋ -ସୁରକ୍ଷା ର  ଦ୍ଵିତୀୟ ଦିନ ର 

ମେଗା ଅଭିଯାନ ପ୍ରତିକୂଳ ପାଣିପାଗ ସତ୍ବେ ବି  ଚାଲୁ ରହିଥିଲା   l ଆଜି ପୌର ଅଧିକାରୀ ଶୁଭ୍ରାଂଶୁ ରୁଟ  ଓ  ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇଙ୍କ ନେତୃତ୍ୱରେ ସ୍ୱଚ୍ଛ ଭାରତ, ରକ୍ତ ଦାତା ସଂଘ, ଓ  ବୁଢା ରଜା ସଂଗଠନର ସହଯୋଗରେ ଯୁଦ୍ଧକାଳୀନ ଭିତ୍ତିରେ ଏହି ଅଭିଯାନ ସନ୍ଧ୍ୟା ୬ ଘଣ୍ଟା ରୁ ରାତି ୯ ଟା ଯାଏ  ଜାରି ରହିଥିଲା l ଗତ କାଲି ଏହି ଅଭିଯାନକୁ  ଅତିରିକ୍ତ ଜ଼ିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଶୁଭାରମ୍ଭ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଉପଜ଼ିଲ୍ଲାପାଳ ନିହାର ରଞ୍ଜନ କହଁର , ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର   

ରମେଶ ଚନ୍ଦ୍ର ପ୍ରଧାନ,  ଡାକ୍ତର ସୁନୀଲ ମହାପାତ୍ର, ତହସିଲଦାର ନବୀନ ପାଢୀ, ପୌର ଅଧିକାରୀ ଶୁଭ୍ରାଂଶୁ ରୁଟ,  ସୂଚନା ଲୋକସମ୍ପର୍କ ଅଧିକାରୀ ଅଶ୍ଵିନୀ ଭୋଇ  ଯୋଗ ଦେଇ  ପୌର କର୍ମଚାରୀ  ଓ  ବିଭିନ୍ନ  ସ୍ବେଛାସେବୀ ଙ୍କୁ ଉତ୍ସାହିତ କରିଥିଲେ l ଗତ କାଲି  ପ୍ରଥମ ଦିନ ରେ 3 ଗୋଟି ଗାଈ  ଓ ଆଜି  ଦ୍ଵିତୀୟ ଦିନ ରେ ୮ ଗୋଟି   ବୁଲା ଗାଈ ଗୋରୁ ଙ୍କୁ ଧରା ଯାଇ  ସ୍ଥାନୀୟ ପଟାଭାଡ଼ି କୋଲପଡ଼ା ସ୍ଥିତ  କାଞ୍ଜି ହାଉସ  କେୟାର ସେଣ୍ଟର ରେ ଭର୍ତ୍ତି କରା ଯାଇଛି l ଆଜି ଦ୍ଵିତୀୟ ଦିବସ ରେ ଗୋ ପ୍ରେମୀ ତଥା ଜ଼ିଲ୍ଲା  ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଭୋଇ ନିଜେ ଖୁବ କୌଶଳ କ୍ରମେ ନିଜେ 5 ଗୋଟି ଗାଈ ଗୋରୁଙ୍କୁ କାବୁ କରି ଏ ଅଭିଯାନ ରେ  ଆକର୍ଷଣ  ପାଲଟିଥିଲେ l ପୌର ପ୍ରଶାସନ ନିର୍ବାହୀ ଅଧିକାରୀ  ରୁଟ, ସୂଚନା ଅଧିକାରୀ  ଶିବ ପ୍ରସାଦ ସାହୁ,  ନୋଡାଲ ଅଫିସର ଅଜିତ ନାଏକଙ୍କ ତତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରାଯାଇଥିବା ବେଳେ ବିଶିଷ୍ଟ  ସମାଜସେବୀ ଶ୍ରୀ ବତ୍ସ ମଲ୍ଲିକ,ମହିଳା ସ୍ବେଛାସେବୀ ଇନ୍ଦୁ ମତୀ ପୁରୋହିତ,  ବଜରଙ୍ଗ ଦଳ, କେଶରୀଆ ହିନ୍ଦୁ ବାହିନୀ, ଆର ଏସ ଏସ, ସ୍ୱଚ୍ଛ ଭାରତ, ରକ୍ତ ଦାତା ସଂଘ  ରାମଧୁନ କ୍ଲବ, ଚନ୍ଦ୍ରଶେଖର ପାଠାଗାର,ୟୁଥ ଫର ଏକ୍ସନ,  ବୁଢା ରାଜା ୟୁଥ କ୍ଲବ, ସମେତ ସହର ର ପ୍ରମୁଖ ସ୍ବେଛାସେବୀ ସଂଗଠନ ଏହି ମହତ ଅଭିଯାନରେ ପ୍ରଶାସନକୁ ପୂର୍ଣ୍ଣ ସହଯୋଗ କରି ଜନସାଧାରଣଙ୍କୁ ସଚେତନ ମଧ୍ୟ କରିଥିଲେ  l ଏ ଅଭିଯାନକୁ ସଫଳ କରିବା  ପାଇଁ ଗତ ସପ୍ତାହ ରେ ପ୍ରଶାସନ ପକ୍ଷରୁ ସହରର  ବିଭିନ୍ନ ସାମାଜିକ ସଂଗଠନ, ବୁଦ୍ଧିଜୀବୀଙ୍କୁ ନେଇ ଜ଼ିଲ୍ଲାପାଳ, ଏ ଡ଼ି ଏମ, ପୌର ଅଧିକାରୀଙ୍କ ଅଧ୍ୟକ୍ଷତାରେ ବାରମ୍ବାର  ପ୍ରସ୍ତୁତି ବୈଠକ କରାଯାଇଥିବା ବେଳେ ଗତ କାଲି ସହର ପ୍ରାୟ ସମସ୍ତ ୱାର୍ଡ ମାନଙ୍କ ରେ ପ୍ରଶାସନିକ ଅଧିକାରୀ ମାନଙ୍କ ଉପସ୍ଥିତିରେ ୱାର୍ଡ କମିଟି ମାନ ଗଠନ କରାଯାଇଥିଲା l


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like