-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଦେଶ ବିଦେଶ

ଆଉ ୧୦ ବର୍ଷ ପାଇଁ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡିଶା, ଶେଷ କିଛି ବର୍ଷ ହେଲା ଓଡ଼ିଶା ହକି ଇଣ୍ଡିଆର ମେରୁଦଣ୍ଡ ହୋଇ ରହିଛି- ଏଫ୍ ଆଇ ଏଚ୍ ସଭାପତି

18-Aug-2021



ଭୁବନେଶ୍ବର (ମହାମାୟା ମହାନ୍ତି) : ଆଉ ୧୦ ବର୍ଷ ପାଇଁ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡିଶା ବୋଲି ଜଣାପଡିଛି l ଗତକାଲି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବା ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ହେଲା ଏହି ବଡ ଘୋଷଣା l ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖେଳାଳି ମାନଙ୍କୁ ଏକ ସ୍ଵତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଥିଲେ l୨୦୩୩ ମସିହା ପର୍ଯ୍ୟନ୍ତ ଓଡିଶା ପ୍ରାୟୋଜକ ରହିବା ନେଇ ମଧ୍ୟ ଘୋଷଣା ହୋଇଛି l ଏହି କ୍ରମରେ  ଓଡିଶା ଉଭୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ରହିବ ବୋଲି  ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି l
 

   ଶେଷ କିଛି ବର୍ଷ ହେଲା ଓଡ଼ିଶା ହକି ଇଣ୍ଡିଆର ମେରୁଦଣ୍ଡ ହୋଇ ରହିଛି। ଆଜି ଯଦି ଟୋକିଓରେ  ଇଣ୍ଡିଆନ ହକି ଟିମ ମେଡାଲ ପାଇଛି କିମ୍ବା ମହିଳା ଟିମ ଚତୁର୍ଥ ସ୍ଥାନରେ ଫିନିସ କରିଛ ତେବେ ଏହା ପଛରେ ସବୁଠୁ ବଡ଼ ଭୂମିକା ଓଡ଼ିଶାର ରହିଛି ବୋଲି ଏଫ୍ ଆଇ ଏଚ୍ ର ସଭାପତି ନରେନ୍ଦ୍ର ଧୃବ ବାତ୍ରା ଜଣାଇଛନ୍ତି ।ଓଡ଼ିଶାର ଭଲ ପାଇବା ଓ ସପୋର୍ଟ ପାଇଁ ହକି ଇଣ୍ଡିଆ ବହୁତ ଆଗକୁ ଯାଇଛି। ନିରନ୍ତର ଭାବେ ଓଡ଼ିଶା ସରକାର ସହଯୋଗ ଓ  ପ୍ରୋତ୍ସାହନ କରୁଛି। ହକି ଖେଳାଳି ଆଜି ଯେଉଁ ସ୍ଥାନରେ ପହଞ୍ଚିଛନ୍ତି ତାହା କେବେ ଓଡ଼ିଶା ସରକାରଙ୍କ ପାଇଁ। କ୍ରିକେଟରେ ଗ୍ଲାମର ଥିବାରୁ ସମସ୍ତେ କ୍ରିକେଟ ପଛରେ ଦୌଡୁ ଥିଲେ। ହେଲେ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ହକିକୁ ଆଗେଇ ନେବାକୁ ଆଗକୁ ଆସିଥିଲା ବୋଲି ଶ୍ରୀ ବାତ୍ରା ସ୍ପଷ୍ଟ କରିଛନ୍ତି l
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like