-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||     

HOME   ଜିଲ୍ଲା

ପାର୍ବତୀ ଗିରି ଶ୍ରାଦ୍ଧ ଦିବସ ଓ ପୂଜ୍ୟପୂଜା ସେବା ସଂଗଠନର ପ୍ରତିଷ୍ଠା ଦିବସ ପାଳିତ

18-Aug-2021



ବଲାଙ୍ଗିର,(ପ୍ରେରଣା ଖବର) ଆଜି ଅପରାହ୍ନ  ଘ.୫ ସମୟରେ ଟିକ୍ରପଡା ଦଧିବାମନ ମନ୍ଦିର ଠାରେ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ୨୬ତମ ଶ୍ରାଦ୍ଧ ସମାରୋହ ଓ ପୂଜ୍ୟପୂଜା ସେବା ସଂଗଠନର ୧୬ତମ ପ୍ରତିଷ୍ଠା ଦିବସ ଶିକ୍ଷାବିତ କପିଳ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଧର୍ମବ୍ରତ ରଥ ଓ ସମ୍ମାନିତ ଅତିଥି ଭାବେ ସାମାଜିକ କର୍ମୀ ଅରୁଣ ଖୁଆସ ଯୋଗ ଦେଇ ପାର୍ବତୀ ଗିରି ଜଣେ ଅସାଧାରଣ

ସ୍ୱାଧିନତା ସଂଗ୍ରାମୀ ଏବଂ ଅନାଥ ମାନଙ୍କର ଆଶ୍ରୟଦାତା ବୋଲି ମତବ୍ୟକ୍ତ କରିବା ସହିତ ପୂଜ୍ୟପୂଜା ସେବା ସଂଗଠନ ନିସ୍ୱାର୍ଥପର ଭାବେ ଦିର୍ଘ ଦିନ କାମ କରି ଜନ ସାଧାରଣଙ୍କ ପ୍ରିୟ ଭାଜନ ହୋଇ ପାରିଛି ବୋଲି ମଧ୍ୟ ମତବ୍ୟକ୍ତ କରିଥିଲେ । ଏହି ସମାରୋହରେ ଶୁଭେନ୍ଦ୍ର ନେପାକ, ଡା. ଅଶୋକ କୁମାର ସେଠୀ, ହୃଷିକେଶ ପୁରୋହିତ, ଚୁଡେନ୍ଦ୍ର କୁମାର ବେହେରା ଓ ମଦନ ମୋହନ ରଥ ମଧ୍ୟ ନିଜ ନିଜ ମତବ୍ୟକ୍ତ କରିଥିଲେ । ଏହି ସମାରୋହକୁ ସହଯୋଗ କରିଥିଲେ ବଳିଷ୍ଠ ପଧାନ, ଦୁର୍ଗାଚରଣ ସାହୁ, ଅନୁପ୍ରିୟା ମିଶ୍ର, ଧୃବ ଚରଣ ସାହୁ । ଶେଷରେ ରଘୁନାଥ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026
  ଜିଲ୍ଲା  
*ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   10-Mar-2026
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026
  ଜିଲ୍ଲା  
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    10-Mar-2026
  ଜିଲ୍ଲା  
୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   10-Mar-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   10-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   10-Mar-2026
  ଜିଲ୍ଲା  
*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   10-Mar-2026
  ଜିଲ୍ଲା  
ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   10-Mar-2026
  ରାଜ୍ୟ  
ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   10-Mar-2026
  ଜିଲ୍ଲା  
ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   10-Mar-2026

You Might Also Like