-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||     

HOME   ଜିଲ୍ଲା

ଲକ ଡାଉନ ସମୟରେ ମୋ ଚାଟଶାଳୀ କାଯ୍ୟକ୍ରମ l

18-Aug-2021



କଳାହାଣ୍ଡିନର୍ଲା(ସଞ୍ଜୀବ  ଦାସ)

କରନା ମହାମାରୀ ଯୋଗୁଁ ସାରା ଦେଶରେ ଶିକ୍ଷାର ସ୍ଥିତି ବିଗିଡ଼ି ପଡିଛି।ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ମାନେ ସ୍କୁଲ ବନ୍ଦ ହେବା ଯୋଗୁଁ ପାଠ ପଢିବା ଠାରୁ ଦୂରେଇ ରହିଲେ ବା ପାଠ  ପଢ଼ାରୁ ବଞ୍ଚିତ ହେଲେ। ଏହାକୁ ଆଖି ଆଗରେ ରଖି ମହିଳାଶ୍ରମ ଜୀବୀ ମଞ୍ଚ ଓଡ଼ିଶା, ଓଡ଼ିଶା ଶ୍ରମଜୀବୀ ମଞ୍ଚ, ତଥା ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଙ୍କ  ଆନୁକୂଲ୍ୟରେ ରେ ଅଗଷ୍ଟ ୨୦୨୦ ବର୍ଷରେ ମିଶନ ୩ ୫ ୮ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ତତ୍ପରେ ପରେ  ଫେବୃଆରୀ ୨୦୨୧ ରେ କଳାହାଣ୍ଡି ଜିଲ୍ଲାର ନର୍ଲା ବ୍ଲକ ର ଅନେକ ଗ୍ରାମରେ ରିମେଡ଼ିଆଲ କ୍ଲାସ ଖୋଲାଯାଇ  ସ୍ୱେଚ୍ଛାସେବୀ ମାନଙ୍କ ଦ୍ୱାରା ଶିକ୍ଷା ଦାନର ବ୍ୟବସ୍ଥା କରାଯାଇଥିଲା। ପରେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଗୁରୁତ୍ୱ କୁ ଆଗେଇ ନେବା ପାଇଁ ମିଶନ ୧ ଲକ୍ଷ ଭଳି ଏକ ବଳିଷ୍ଠ ପଦକ୍ଷେପ ନିଆଯାଇଥିଲା।ଅନେକ ଗ୍ରାମରେ ସ୍ବେଚ୍ଛାସେବୀ ମାନଙ୍କ ମାଧ୍ୟମରେ ଓଡିଶାରେ ୧ ଲକ୍ଷ  ଛାତ୍ରଛାତ୍ରୀ ଙ୍କୁ ଶିକ୍ଷା ଦାନର ବ୍ୟବସ୍ଥା କରାଯାଇଥିଲା ମୋ ଚ୍ଚାଟଶାଳୀ ଅଧୀନରେ।ବର୍ତ୍ତମାନ ର ଆବଶ୍ୟକତାକୁ ଲକ୍ଷ୍ୟ କରି ସାରା ରାଜ୍ୟରେ ୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମିଶନ ଚ୍ଚାଟଶାଳୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯିବାର ଯୋଜନା ର  ଶୁଭାରମ୍ଭ ରେଖପୁର ଗ୍ରାମରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ କରାଯାଇଅଛି। ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ନର୍ଲା ଗ୍ରାମପଞ୍ଚାୟତ ର ସରପଞ୍ଚ ଶ୍ରୀଯୁକ୍ତ ଚିରଞ୍ଜିବି ଗୌଡ଼ିଆ,ଏକ୍ସ ୱାର୍ଡ ମେମ୍ବର ଶ୍ରୀଯୁକ୍ତ ଚିତ୍ରସେନ ବାଗ, ସ୍ବେଚ୍ଛାସେବୀ ଶ୍ରୀଯୁକ୍ତ କମଳ ତାଣ୍ଡି, ଅଙ୍ଗନବାଡି କର୍ମୀ ଶ୍ରୀମତୀ ଦେବକୀ କୁମାର, ଆଶା କର୍ମୀ ଶ୍ରୀମତୀ ନନ୍ଦିନୀ ସୁନା ଓ ମୋ ଚ୍ଚାଟଶାଳୀ ସ୍ବେଚ୍ଛାସେବୀ କୁମାରୀ ପଦ୍ମାବତୀ ଦୁର୍ଗା ତଥା ସାମ୍ବାଦିକ କର୍ମକର୍ତ୍ତା ମାନେ ମଧ୍ୟ ଯୋଗ ଦେଇଥିଲେ। ଏବଂ ଉକ୍ତ କାର୍ଯ୍ୟକ୍ରମ କୁ ନାଗରିକ ବିକାଶ ସଙ୍ଗଠନ କଳାହାଣ୍ଡି, ବ୍ଲକ ସଂଯୋଜକ ଶ୍ରୀଯୁକ୍ତ ବାବୁଲାଲ ତାଣ୍ଡି, କର୍ମକର୍ତ୍ତା ସନ୍ତୋଷ ବାରିକ, ଜ୍ୟୋତି ସେନାପତି ଯୋଗଦେଇ କାର୍ଯ୍ୟକ୍ରମ କୁ ସୁଚାରୁ ରୂପେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026
  ଜିଲ୍ଲା  
ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   25-Jul-2026
  ଜିଲ୍ଲା  
ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   25-Jul-2026
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026
  ଜିଲ୍ଲା  
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   25-Jul-2026
  ଜିଲ୍ଲା  
*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   25-Jul-2026

You Might Also Like