-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||     

HOME   ଜିଲ୍ଲା

ତୃତୀୟ ଦିବସ ଗୋ ସୁରକ୍ଷା ଅଭିଯାନରେ କାଞ୍ଜି ହାଉସ ଗଲେ ୫ ଗୋରୁ ଗାଈ: ଅଭିଯାନରେ ବ୍ୟାଘାତ ସୃଷ୍ଟି କଲା ବର୍ଷା

18-Aug-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ ଦ୍ୱାରା ଆରମ୍ଭ ହୋଇଥିବା ଗୋ ସୁରକ୍ଷା ତୃତୀୟ ଦିନ ର  ଅଭିଯାନକୁ ଆଜି ବର୍ଷା ବ୍ୟାଘାତ ସୃଷ୍ଟି କଲା ସତ୍ବେ ମଧ୍ୟ   ପାଞ୍ଚ ଗୋଟି ଗାଈ ଗୋରୁଙ୍କୁ ଧରା ଯାଇ ସ୍ୱତନ୍ତ୍ର ଭ୍ୟାନ୍ ରେ  ସ୍ଥାନୀୟ କାଞ୍ଜି ହାଉସକୁ ନିଆଯାଇଛି l ପୌର ଅଧିକାରୀ ଓ ଜ଼ିଲ୍ଲା  ସୂଚନା ଲୋକ ସମ୍ପର୍କ ଅଧିକାରୀଙ୍କ ତତ୍ୱାବଧାନରେ ଓ ପୌର ସୂଚନା ଅଧିକାରୀ ଶିବ ପ୍ରସାଦ ସାହୁ, ନୋଡାଲ ଅଫିସର ଅଜିତ ନାଏକଙ୍କ ସଂଯୋଜନାରେ ସ୍ଥାନୀୟ  ମୁଖ୍ୟ ଡାକ୍ତରଖାନା ଛକରୁ ଆଜି  ସନ୍ଧ୍ୟାରେ ଏ ଅଭିଯାନ ଆରମ୍ଭ ହୋଇ ଥିବା ବେଳେ ପ୍ରବଳ ବର୍ଷା ଯୋଗୁଁ  ଗାଈ ଧରିବା କାର୍ଯ୍ୟ ପୁରା ବ୍ୟାଘାତ ହୋଇଥିଲା l ତଥାପି ପାଞ୍ଚ ଗୋଟି ଗାଈ ଗୋରୁ ଙ୍କୁ କାବୁ କରି ପୌର କର୍ମଚାରୀ ଧରିବାରେ ସଫଳ ହୋଇଥିଲେ l ଆଜିର ଏହି କାର୍ଯ୍ୟକ୍ରମରେ ସ୍ବେଛାସେବୀ ସଂଗଠନ  ସ୍ୱଚ୍ଛ ଭାରତ, ରକ୍ତଦାତା ସଂଘ, ବୁଢା ରଜା ୟୁଥ କ୍ଲବ, ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ କର୍ମକର୍ତା ଯୋଗ ଦେଇ ସହଯୋଗ ଓ ଉତ୍ସାହିତ କରିଥଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026
  ଜିଲ୍ଲା  
ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   25-Jul-2026
  ଜିଲ୍ଲା  
ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   25-Jul-2026

You Might Also Like