-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||     

HOME   ରାଜ୍ୟ

ଶ୍ରୀ ଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକ: ସେପ୍ଟେମ୍ବର ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର ।ମହାପ୍ରଭୁଙ୍କର ନୂଆ ରୂପାର ପ୍ରଭା ଏବଂ ପାଲିଙ୍କି ଓ ବିମାନ ତିଆରି କରିବାକୁ ନିଷ୍ପତ୍ତି

19-Aug-2021



ଭୁବନେଶ୍ବର (ମହାମାୟା ମହାନ୍ତି) : ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଶ୍ରୀ ଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ବୈଠକ ଗତକାଲି ଅନୁଷ୍ଠିତ ହୋଇଯାଇଛି । 

ବିଏମସି ର  କୋଭିଡ ନିର୍ଦ୍ଦେଶା ବଳୀ   ଆନୂଯାୟୀ ଶ୍ରୀ ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ପହିଲାରୁ ଖୋଲିବି ପାଇଁ ନିଷ୍ପତ୍ତି ହୋଇଛି ।

  ବୈଠକରେ ମହାପ୍ରଭୁଙ୍କର ରୂପାର ପ୍ରଭା, ନୂଆ ବିମାନ ଓ ନୂଆ ପାଲିଙ୍କି ତିଆରି କରିବାକୁ ନିଷ୍ପତ୍ତି କରାଯାଇଛି ।

ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ଚନ୍ଦ୍ରଶେଖର, ମା ଭୁବନେଶ୍ବରୀ, ମା ପାର୍ବତୀଙ୍କ ପାଇଁ ତିନି ଗୋଟି ରୂପାର ପ୍ରଭା ତିଆରି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ରୂପା ପ୍ରଭା ନିମନ୍ତେ ଆବଶ୍ୟକ ରୂପା ଓ ଆବଶ୍ୟକ ସମସ୍ତ  ନିର୍ମାଣ ଖର୍ଚ୍ଚ ଭୁବନେଶ୍ବରର ଶ୍ରୀ ଶିବପ୍ରସାଦ ପଣ୍ଡା ଦେଇଥିବା ପ୍ରସ୍ତାବକୁ ଟ୍ରଷ୍ଟ ବୋର୍ଡ ଗ୍ରହଣ କରିଛନ୍ତି ।

ସେହିପରି ମହାପ୍ରଭୁଙ୍କର ଶତାଧିକ ବର୍ଷର ପୁରୁଣା ବିମାନ ଓ ପାଲିଙ୍କି ନୂଆ ତିଆରି କରିବା ପାଇଁ ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ପାଲିଙ୍କି ଓ ବିମାନ ନିର୍ମାଣ କରିବାର ସମସ୍ତ ଖର୍ଚ୍ଚ ବହନ କରିବା ପାଇଁ ସୋଆ ବିଶ୍ବ ବିଦ୍ୟାଳୟ ଦେଇଥିବା ପ୍ରସ୍ତାବକୁ ମଧ୍ୟ  ଟ୍ରଷ୍ଟ ବୋର୍ଡ ଗ୍ରହଣ କରିଛନ୍ତି । ସୂଚନା ଯୋଗ୍ୟ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ୧୨ ମାସରେ ଅନୁଷ୍ଠିତ ୧୪ ଯାତ୍ରାରେ କେବଳ ଅଶୋକାଷ୍ଟମୀ ରଥଯାତ୍ରାକୁ ବାଦ ଦେଲେ, ଅନ୍ୟ ସମସ୍ତ ଯାତ୍ରାରେ ଶ୍ରୀ ଜିଉମାନେ ବିମାନ ଓ ପାଲିଙ୍କିରେ ଯାତ୍ରା କରିଥାନ୍ତି। ଏତଦ୍‌ବ୍ୟତୀତ ମହାଶିବରାତ୍ରୀ ଦିନ ଶ୍ରୀ ଲିଙ୍ଗରାଜ, ମା ପାର୍ବତୀ ଓ ମା ଭୁବନେଶ୍ବରୀ ପାଲିଙ୍କିରେ ମନ୍ଦିର ବେଢା ପରିକ୍ରମା କରିଥାନ୍ତି। ମହାପ୍ରଭୁଙ୍କ ସେବାରେ ଲାଗୁଥିବା ଏହି ବିମାନ, ପାଲିଙ୍କି ଓ ପ୍ରଭାର ନିର୍ମାଣ ଦାୟିତ୍ବ ନେଇଥିବାରୁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ଶ୍ରୀ ଶିବପ୍ରସାଦ ପଣ୍ଡା ଓ ସୋଆ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅଶେଷ ଧନ୍ୟବାଦ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026

You Might Also Like