-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ହୋଇ ଥିଲେହେଁ ସରକାର ଙ୍କ ସୁବିଧା ରୁ ବଞ୍ଚିତ ହୋଇଛି ପାଞ୍ଚବର୍ଷ ର ଶିଶୁ ରେହାଂଶ

19-Aug-2021



କଳାହାଣ୍ଡି,କୋକସରା(ତ୍ରିନାଥ ଵେଶ୍ରା)
କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ ଅଧିନସ୍ତ ଲଡୁଗାଁ ଗ୍ରାମପଞ୍ଚାୟତ ଆଇଲି ଗ୍ରାମର ଭବାନୀ ଶଙ୍କର ବାଗ ପତ୍ନୀ ତୋଷ ମଇ ବାଗ ତାଙ୍କ ର ପାଞ୍ଚ ବର୍ଷ ବୟସ ର ଏକମାତ୍ର ପୁଅ ରେହାଂଶ ବାଗ ଜନ୍ମରୁ ଦିବ୍ୟାଙ୍ଗ । ସେ ସବୁ କଥା ଶୁଣି ପାରେ କିନ୍ତୁ କଥା କହି ପାରେନାହିଁ। ତା ପାଟିରୁସବୁ ବେଳେ ଛେପ ବାହାରି ପଡୁଥାଏ, କଥା କହିପାରେ ନାହିଁ ଗୋଡ଼ ହାତ ଅଚଳ ଅବସ୍ଥାରେ ,ପୁଅର ଏହି ଅବସ୍ଥାରେ ଭାଙ୍ଗି ପଡିଛନ୍ତି ପତି ପତ୍ନୀ । ଭବାନୀ ଶଙ୍କର ଆର୍ଥୀକ ଅଭାବରୁ ପୁଅ ରେହାଂଶ ର ଚିକିତ୍ସା  ମଧ୍ୟ୍ୟକରି ପାରୁ ନାହାନ୍ତି। ତାଙ୍କ ବାଦା ଆଇ ସହ ବାପା ମା ମିଶି ପାଞ୍ଚ  ପରିବାର ।ଏମାନଙ୍କ ଭରଣ ପୋଷଣ ପାଇଁ ଭବାନି ଶଙ୍କର ଦାଦନ ଖଟୁଥିବାବେଲେ ,ପତ୍ନୀ ଗାଁରେ କୁଲି ମଜୁରି କରି ଦୁଇଓଳି ଦୁଇମୁଠା ଖାଇବାକୁ ଯୋଗାଇଥାଏ । ଏହି ପରିସ୍ଥିତିରେ ରେହାଂଶ ର ଚିକିତ୍ସା କେମିତି ବା କରି ପାରିବେ।

ଯଦି ସରକାରଙ୍କ ସହାୟତା ରେ ଉନ୍ନତ ମାନର ଚିକିତ୍ସା ମିଲେ ହେଲେ ରେହାଂଶ ଉପକୃତ ହେବ ବୋଲି ଆଶା ରଖିଛନ୍ତି ପରିବାର ଲୋକେ।
ଏହି ପରିସ୍ଥିତିରେ ଦିର୍ଘ ପାଞ୍ଚବର୍ଷ ହେଲା ରେହାଂଶ କୁ କୌଣସି ସରକାରୀ ସହାୟତା ମିଳିନାହିଁ ,କି ଚିକିତ୍ସା ପାଇ ପାରିନାହିଁ । ନା ପାଉଛି ଦିବ୍ୟାଙ୍ଗ ଭତ୍ତା  । ଯଦି ପ୍ରଶାସନ ରୋହାଂଶ ପ୍ରତି ଦୃଷ୍ଟି ଦେଇ  ଚିକିତ୍ସା କରାଇ , ଦିବ୍ୟାଙ୍ଗ ଭତ୍ତା ଯୋଗାଇ ଦେବା ସହିତ, ପରିବାର କୁ ମୋ କୁଡିଆ ଯୋଜନାରେ ସାମିଲ କରି ଘର ଖଣ୍ଡିଏ ଯୋଗାଇ ଦେଲେ ତାଙ୍କ ପରିବାର ଉପକୃତ ହେବେ ବୋଲି ସରକାରଙ୍କ ପାଖରେ ନିବେଦନ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026

You Might Also Like