-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||     

HOME   ଜିଲ୍ଲା

ବାଲ୍ୟ ବିବାହ ନିରାକରଣ କାର୍ଯ୍ୟକ୍ରମ 

19-Aug-2021



ବଲାଙ୍ଗିର ,ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଡେଙ୍ଗର ଜୁନିୟର ରେଡକ୍ରସ ୟୁନିଟ୍ ତରଫରୁ ବାଲ୍ୟ ବିବାହ ନିରାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।  ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଡେଙ୍ଗ ପଞ୍ଚାୟତର ସରପଞ୍ଚ ଜେମାମଣି ମଲ୍ଲିକ ଯୋଗଦାନ କରିଥିଲେ । କୋଭିଡ-୧୯ ମାର୍ଗଦର୍ଶିକାକୁ ଅନୁପାଳନ କରି ହୋଇଥିବା କାର୍ଯ୍ୟକ୍ରମରେ ବିଭିନ୍ନ ଗ୍ରାମ ଯଥା ଡେଙ୍ଗ, ବୁର୍ଡା, ଛୋକରବାଞ୍ଜି, ବେନିଆବନ୍ଧ, ଟୁରଚାପଡା,

ସିଲେଟପଡା, ବ୍ରାହ୍ମଣୀ, ରେଲୱେ ଷ୍ଟେସନ କଲୋନୀ, ଧୁନକେଡାର ବିଦ୍ୟାଳୟ ପରିଚାଳନା କମିଟୀର ସଭ୍ୟମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ବିଶ୍ୱନାଥ ମେହେର, ଲିଙ୍ଗରାଜ ନନ୍ଦ ଓ ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ ବାଲ୍ୟ ବିବାହ ଦ୍ୱାରା ଦେଖାଯାଉଥିବା ବିଭିନ୍ନ ମାନସିକ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଉପରେ ଆଲୋକପାତ କରିଥିଲେ । ବାଲ୍ୟ ବିବାହ ଏକ ସାମାଜିକ ସମସ୍ୟା ।  ଝିଅର ବୟସ ୧୮ ବର୍ଷ ଓ ପୁଅର ବୟସ ୨୧ ବର୍ଷ ରୁ ଉର୍ଦ୍ଧ୍ୱ ହେଲେ ବିବାହ ଯୋଗ୍ୟ ହୋଇପାରିବ । ଆମ ଦେଶରେ ବାଲ୍ୟ ବିବାହ ନିଷେଧ ଆଇନ୍ ୨୦୦୬ ଅନୁଯାୟୀ ବାଲ୍ୟ ବିବାହ ଏକ ଜାମିନ୍ ବିହୀନ ଧର୍ତ୍ତବ୍ୟ ଅପରାଧ ଅଟେ । ଏହାକୁ ରୋକିବାକୁ ହେଲେ ଜନ ସଚେତନତା ନିତାନ୍ତ ଆବଶ୍ୟକ । ଏହି ଅବସରରେ  ବାଲ୍ୟ ବିବାହ ପ୍ରଥାକୁ ରୋକିବା ପାଇଁ ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶ ବିଦ୍ୟାଳୟ

ପରିଚାଳନା କମିଟୀର ସଭ୍ୟ ସଭ୍ୟାମାନଙ୍କୁ  ଏକ ଶପଥ ପାଠ କରାଇଥିଲେ । ପରେ  ଛାତ୍ରଛାତ୍ରୀମାନଙ୍କୁ ବାଲ୍ୟ ବିବାହର କୁପରିଣାମର ବିଷୟରେ   ଅବଗତ କରାଯାଇଥିଲା ।  କାର୍ଯ୍ୟକ୍ରମରେ ଶିକ୍ଷକ ବ୍ରଜମୋହନ ମାଝି, ଆଦିତ୍ୟ ରଣା, ହିମାଂଶୁ ଶେଖର ବିଶ୍ୱାଳ, ଶିକ୍ଷୟତ୍ରୀ ଦ୍ରୋପଦୀ ଭୋଇ,  ଭାରତୀ ପଧାନ, ଯଶୋବନ୍ତି ସୁନା, କାନ୍ତି ଭୋଇ, ଅଙ୍ଗନୱାଡି କର୍ମୀ ଲିନୁ ସାହୁ. ସୁବିଧା ମାଝି, ଗ୍ରାମ୍ୟ ପରିଚାଳନା କମିଟୀର ସଭ୍ୟ ବିଘ୍ନରାଜ ରଣା, ମହେନ୍ଦ୍ର ରଣା, ନିଳାବତୀ ସୁନା, ପୁରୁଷୋତ୍ତମ ରଣା , ପଦ୍ମିନୀ ଭୋଇ, ଶାନ୍ତି ଦୀପ, ସନ୍ତୋଷିନୀ ମାଝି ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ସୁଦର୍ଶନ ପରିଚାଳନା କରିଥିବା ବେଳେ ଶିକ୍ଷୟତ୍ରୀ  ରେଣୁକା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026

You Might Also Like