-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||     

HOME   ରାଜ୍ୟ

ପାରାଦୀପରେ ପୌରପରିଷଦ ଓ ପଞ୍ଚାୟତ ମଧ୍ୟରେ ସ୍ଥାନ ନିରୁପଣକୁ ନେଇ ବିବାଦ। ପାନୀୟଜଳ ପ୍ରକଳ୍ପ ଅଧାରୁ ବନ୍ଦ

19-Aug-2021



ତିର୍ତ୍ତୋଲ-(ନୃସିଂହ ବାରିକ) : ପାଇପକୁ ଅଟକ ରଖି ଧାରଣାରେ ବସିଲେ ପାରାଦ୍ବୀପ ଅଞ୍ଚଳର  ଶତାଧିକ ମହିଳା । ପାରାଦ୍ବୀପ ପୌରପରିଷଦ ଓ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସହରର ବସ୍ତି ଅଞ୍ଚଳ ଗୁଡିକୁ ଜଳ ଯୋଗାଣ ପାଇଁ ବନ୍ଦୋବସ୍ତ କରା ଯାଉଥିବା ବେଳେ ଏହାକୁ ନେଇ ଦେଖାଦେଇଛି ବିବାଦ। ପାରାଦୀପ ପୌର ପାଳିକାର ୩ନଂ ଓ୍ବାର୍ଡରେ ମହାବୀର ନଗରକୁ ପାନୀୟଜଳ ଯୋଗାଣକୁ ନେଇ ସ୍ଥାନୀୟ ଲୋକେ ପୌର ପାଳିକାରେ ଆବେଦନ କରିବା ପରେ ଜନ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଇପ୍ ବିଛା କାମ ଆରମ୍ଭ ହୋଇଥିଲା। ମାତ୍ର ଏହି  ଅଞ୍ଚଳ ପଞ୍ଚାୟତରେ ଥିବା କଥା କହି ପାଇପ୍ ଗୁଡିକୁ ପୁନର୍ବାର ଫେରାଇ ନେଉଥିବା ସମୟରେ ସ୍ଥାନୀୟ ଲୋକେ ଉତ୍ୟକ୍ତ ହେବା ସହ ସେଠାରେ ପଡିଥିବା ପାଇପ୍ ଗୁଡିକୁ ଅଟକ ରଖି ଧାରଣାରେ ବସି ରହିଥିଲେ। ସେମାନଙ୍କର ଅଭିଯୋଗ ଯେ ଦୀର୍ଘ ୩୦ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଏଠାରେ ଶହେରୁ ଉର୍ଦ୍ଧ୍ବ ପରିବାର ରହି ଆସୁଥିବା ବେଳେ ପାରାଦୀପ ପୌର ପରିଷଦରେ ସେମାନେ ଭୋଟ ଦେଇ ଆସୁଛନ୍ତି। ତେବେ ପୌର ପାଳିକା ପକ୍ଷରୁ ସମସ୍ତ ରାସ୍ତା, ବିଜୁଳି ଓ ନଳକୂପ ଯୋଗାଇ ଦିଆ ଯାଇଥିବା ବେଳେ ଏବେ ଜଳଯୋଗାଣକୁ ନେଇ ଏହି ବସ୍ତି ପଞ୍ଚାୟତରେ ଯାଉଥିବା କଥା କହି ପାଇପ୍ ଗୁଡିକୁ ଉଠାଇ ନେଇ ଯାଉଥିବାରୁ ପାଇପ୍ ଗୁଡିକୁ ଅଟକ ରଖିବା ସହିତ ଯେପର୍ଯ୍ୟନ୍ତ ଜଳଯୋଗାଣ ନହୋଇଛି ବା ଉପରିସ୍ଥ ଅଧିକାରୀ ନ ପହଞ୍ଚି ଛନ୍ତି ସେ ପର୍ଯ୍ୟନ୍ତ ପାଇପ ଗୁଡିକୁ ଅଟକ ରଖିବେ ବୋଲି କହିଛନ୍ତି ବସ୍ତି ବାସିନ୍ଦା। ରିପୋର୍ଟ-ନୃସିଂହ ଚରଣ ବାରିକ


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026

You Might Also Like