-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||     

HOME   ଜିଲ୍ଲା

ୱେବ୍ ମିଡିଆ ସାମ୍ବାଦିକ ସଂଘ,ତିର୍ତୋଲ ଗଠିତ

20-Aug-2021



 ତିର୍ତ୍ତୋଲ-(ନୃସିଂହ ବାରିକ) : ଗତକାଲି ଅପରାହ୍ନରେ ୱେବ ମିଡିଆ ସାମ୍ବାଦିକ ସଂଘ ତିର୍ତ୍ତୋଲ ସାକାର ରୂପ ନେଇଛି । ତିର୍ତୋଲ ଆନନ୍ଦ ମଣ୍ଡପ ଠାରେ ବରିଷ୍ଠ ସାମ୍ବାଦିକ ନୃସିଂହ ଚରଣ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କାର୍ଯ୍ୟରତ ୱେବ  ମିଡିଆ ସାମ୍ବାଦିକମାନେ ଯୋଗଦେଇ ସଂଘ ଗଠନ ପାଇଁ ସମ୍ମତି ଜଣାଇଥିଲେ । ଏକ ବର୍ଷ ପାଇଁ ସଭାପତି ଭାବେ ଶ୍ରୀ ଶରତ କୁମାର ଦାଶ,ଉପସଭାପତି ରମେଶ ମହାନ୍ତି,ସଂପାଦକ ନୃସିଂହ ଚରଣ ବାରିକ,ସହସଂପାଦକ ମାନସ କୁମାର ସୂତାର,ଭାଗବତ ପ୍ରସାଦ,କୋଷାଧ୍ୟକ୍ଷ  ପ୍ରମୋଦ କୁମାର ମଲ୍ଲିକ,କାର୍ଯ୍ୟକାରୀ ସଦସ୍ୟ ନଳିନୀକାନ୍ତ ମଲ୍ଲିକ,ଏମ୍ ରଂଜନ କୁମାର,ସାରଦା ପ୍ରସନ୍ନ ପରିଜା,ତାପସ ସେଠୀ  ପ୍ରମୁଖ  ସର୍ବସମ୍ମତ ମନୋନୀତ ହୋଇଥିଲେ । ୱେବ ମିଡିଆର ସାମ୍ବାଦିକମାନଙ୍କ ସୁରକ୍ଷା  ତଥା ଜନସମାଜର ମଙ୍ଗଳ ପାଇଁ ସଂଘ କାର୍ଯ୍ୟ କରିବ ବୋଲି ଉପଦେଷ୍ଟା ବିକାଶ ଚନ୍ଦ୍ର ପରିଜା ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026

You Might Also Like