-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲାରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

20-Aug-2021



ମାଲକାନଗିରି (ପ୍ରେରଣା ବ୍ୟୁରୋ) : ବହୁ ଚର୍ଚ୍ଚିତ ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ହୋଇଛି । ମାଲକାନଗିରି ସଂସ୍କୃତି ଭବନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡର (BSKY )ସ୍ମାର୍ଟ କାର୍ଡର ଶୁଭାରମ୍ଭ କରିଛନ୍ତି ଓଡ଼ିଆର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶରେ ଗରିବ ରାଜ୍ୟ ଭାବେ ପରିଗଣିତ ଓଡିଶାରେ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣର ଶୁଭାରମ୍ଭ କରିଛନ୍ତି ମାଲକାନଗିରି ଜିଲ୍ଲାରୁ । ଆଜି ଜିଲ୍ଲାର କିଛି ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡର (BSKY ) ସ୍ମାର୍ଟ କାର୍ଡ ବିତରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୁଭାରମ୍ଭ କାର୍ଯ୍ୟକ୍ରମରେ ୮ଜଣ ମନ୍ତ୍ରୀ ଓ ୭ରୁ ଅଧିକ ବିଧାୟକ ଓ ବିଭିନ୍ନ ପଦାଧିକାରୀ ଉପସ୍ଥିତ ରହିଛନ୍ତି । ମାଲକାନଗିରି ଜିଲ୍ଲାର ୧ ଲକ୍ଷ ୫୫ ହଜାର ୮୨୩ ଜଣ ହିତାଧିକାରୀଙ୍କୁ ବଣ୍ଟାଯିବ ଏହି ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡର (BSKY ) । ଚଳିତ ଅଗଷ୍ଟ ୨୧ରୁ ୨୫ ମଧ୍ୟରେ ସମସ୍ତ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବାର ଲକ୍ଷ୍ୟ ରଖାଯାଇଛି । ଜାତୀୟ ଓ ରାଜ୍ୟ ସୁରକ୍ଷାରେ ସାମିଲ ହିତାଧିକାରୀଙ୍କୁ ଏହି ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ (BSKY ) କାର୍ଡ । ଏହା ସହ ଅନ୍ନପୂର୍ଣ୍ଣା ଓ ଅନ୍ତ୍ୟୋଦୟ ହିତାଧିକାରୀଙ୍କୁ ମଧ୍ୟ ଏହି BSKY କାର୍ଡ ମିଳିବ । ରାଜ୍ୟର ମୋଟ ୯୬ ଲକ୍ଷ ପରିବାରକୁ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟାଯିବାର ଲକ୍ଷ ରଖାଯାଇଛି । ମାଲକାନଗିରି ଜିଲ୍ଲାରେ ୩୮୧ଟି ସ୍ବାସ୍ଥ୍ୟ କାର୍ଡ ବିତରଣ କେନ୍ଦ୍ରରେ ବ୍ୟବସ୍ଥା କରାଯିବାକୁ ଲକ୍ଷ୍ୟ ରଖାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like