-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ଉଦଘାଟିତ

20-Aug-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଗୋଷ୍ଠୀ ଖେଳ ପଡିଆ ଠାରେ କନ୍ଧମାଳ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ଉଦଘାଟନ ହୋଇଯାଇଛି । ଏଥିରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସିମନବାଡ଼ି ସରପଞ୍ଚ ପ୍ରତିନିଧି ପରମେ ପ୍ରଧାନ, ବିଧାୟକ ପ୍ରତିନିଧି ଦୀପକ ସାହୁ, ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ପ୍ରମୁଖ ଯୋଗ ଦେଇଥିଲେ । ଏହି ଟୁର୍ଣ୍ଣାମେଣ୍ଟ୍ ୧୬ ଗୋଟି ଟିମକୁ ନେଇ ମ୍ୟାଚ ଆୟୋଜନ ହୋଇଛି । ପ୍ରଥମ ଦିନର ପ୍ରଥମ ମ୍ୟାଚରେ ଦାରିଙ୍ଗବାଡ଼ି ଓ ଅନ୍ତର୍ଗତ ଗସୁକିଆ ଦଳ ମଧ୍ୟରେ ଖେଳ ହୋଇଥିଲା । ଏହି ମ୍ୟାଚରେ ଦାରିଙ୍ଗବାଡ଼ି ଗୋଟିଏ ଗୋଲ କରିଥିବା ବେଳେ ଗସୁକିଆ ୩ଟି ଗୋଲ କରି ବିଜୟ ହାସଲ କରିଥିଲା । ଦ୍ଵିତୀୟ ମ୍ୟାଚରେ ରାଇକିଆ ଓ କ.ନୂଆଗାଁ ମଧ୍ୟରେ ମ୍ୟାଚ ରହିଥିବା ବେଳେ ରାଇକିଆ ଟିମ ନଆସିବାରୁ ନୂଆଗାଁ ଟିମକୁ ବିଜୟ(ବାଇ) ଘୋଷଣା କରାଯାଇଥିଲା । ଏହି ମ୍ୟାଚ ୧୦ ଦିନ ଧରି ଚାଲିବ ଅର୍ଥାତ

୨୯ ତାରିଖ ଦିନ ଟୁର୍ଣ୍ଣାମେଣ୍ଟ୍ ଉଦଯାପିତ ହେବା ନେଇ କମିଟି ପକ୍ଷରୁ ସୂଚନା ଦିଆଯାଇଛି । ଏହି ଟୁର୍ଣ୍ଣାମେଣ୍ଟ୍ କୁ କମିଟିର କର୍ମକର୍ତ୍ତା ଜଗନ୍ନାଥ ନାୟକ, ପ୍ରଭାସ ସାହୁ, ଅମର ନାୟକ(ତୋଫାନ), ମାଥ୍ୟାସ ପ୍ରଧାନ, ହୃଷୀକେଶ ବେହେରା, ବୁନୁ ନାୟକ,ଜହନ ନାୟକ,ସିଦ୍ଧାନ୍ତ ପ୍ରଧାନ,ପିନସ ପ୍ରଧାନ,ଦସୁ ନାୟକ,ପିଇଟି ଶିକ୍ଷକ ସାମନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like