-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ବଲାଗିଂର ଜିଲାରେ ଆଜି ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ

31-Oct-2020



ବଲାଙ୍ଗିର, (ରିତୁ ରାଜ ସିଂହ)-  ବଲାଗିଂର ଜିଲାରେ ଆଜି ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏହି କ୍ରମରେ ବଲାଙ୍ଗିର ସହରର ୱାର୍ଡ ନଂ.୧୧ରୁ ୧, ୧୪ରୁ ୧, ୧୫ରୁ ୨, ୧୮ରୁ ୧, ୨୦ରୁ ୨ ଏବଂ ୨୧ରୁ ୩ ଜଣ । ବଲାଙ୍ଗିର ବ୍ଲକ୍‌ ଚୁଡ଼ାପାଲି ଗ୍ରା.ପ.ରୁ ଜଣେ ଆକ୍ରାନ୍ତ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକ୍‌ ଭାଲୁମୁଣ୍ଡା ଗ୍ରା.ପ.ରୁ ୧, ବିରିପାଲି ଗ୍ରା.ପ.ରୁ ୨, ଚାନ୍ଦୋତରା ଗ୍ରା.ପ.ରୁ ୧, କୁରସୁଡ଼ ଗ୍ରା.ପ.ରୁ ୨ ଏବଂ ସିନ୍ଧେକେଲା ଗ୍ରା.ପ.ରୁ ୧ ଜଣ ସଂକ୍ରମିତ ହୋଇଛନ୍ତି । ବେଲପଡ଼ା ବ୍ଲକ୍‌ ବେଲପଡ଼ା ଗ୍ରା.ପ.ରୁ ୧, ମଣ୍ଡଲ ଗ୍ରା.ପ.ରୁ ୧, ସରମୁହାଣ ଗ୍ରା.ପ.ରୁ ୧ ଓ ସୁଲେକେଲା ଗ୍ରା.ପ.ରୁ ୩ ଜଣ, ଦେଓଗାଁ ବ୍ଲକ୍‌ ଜରାସିଂହା ଗ୍ରା.ପ.ରୁ ୧, ଗଉରଗୋଠ ଗ୍ରା.ପ.ରୁ ୧, ପାଟଣାଗଡ଼ ବ୍ଲକ୍‌ ଘସିଏନ୍‌ ଗ୍ରା.ପ.ରୁ ୧, ଗୁଡ଼ଭେଲା ବ୍ଳକ୍‌ ତେନ୍ତୁଲିଖୁଣ୍ଟି ଗ୍ରା.ପ.ରୁ ୨, ତୁଷୁରା ଏନ୍‌ଏସି ୱାର୍ଡ ନଂ.୨ରୁ ୧, କଂଟାବାଂଜି ଏନ୍‌ଏସି ୱାର୍ଡ ନଂ.୧୪ରୁ ୧, ୩ରୁ ୧, ୬ରୁ ୧, ଖପ୍ରାଖୋଲ ବ୍ଲକ୍‌ ଘୁନ୍‌ସର ଗ୍ରା.ପ.ରୁ ୨, ଖପ୍ରାଖୋଲ ଗ୍ରା.ପ.ରୁ ୪ ଓ ଲାଠୋର ଗ୍ରା.ପ.ରୁ ୧ ଜଣ ସଂକ୍ରମିତ ହୋଇଥିବା କୁହାଯାଇଛି । ସେହିପରି ଲୋଇସିଂହା ବ୍ଲକ୍‌ କୁସମେଲ ଗ୍ରା.ପ.ରୁ ୧, ମୁରିବାହାଲ ବ୍ଲକ୍‌ ଚନାବାହାଲ ଗ୍ରା.ପ.ରୁ ୧ ଏବଂ ମୁରିବାହାଳ ଗ୍ରା.ପ.ରୁ ୧, ପାଟଣାଗଡ଼ ବ୍ଲକ୍‌ ଭଇଁଷା ଗ୍ରା.ପ.ରୁ ୧, ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୨ରୁ ୧, ପୁଇଁନ୍ତଲା ବ୍ଲକ୍‌ ବହଲପଦର ଗ୍ରା.ପ.ରୁ ୯, ସାଆନ୍ତପୁର ଗ୍ରା.ପ.ରୁ ୧, ସଇଁନ୍ତଲା ବ୍ଲକ୍‌ ଗଣ୍ଡପତ୍ରାପାଲି ଗ୍ରା.ପ.ରୁ ୨, ଆମ୍‌ପାଲି ଗ୍ରା.ପ.ରୁ ୧, ଟିଟିଲାଗଡ଼ ବ୍ଳକ୍‌ ବାନ୍ଧୁପଲା ଗ୍ରା.ପ.ରୁ ୧, ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୪ରୁ ୨, ୫ରୁ ୧ ଓ ୮ରୁ ୧  ସଂକ୍ରମିତ ହୋଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like