-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ରାଜ୍ୟ

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

21-Aug-2021



ଭୁବନେଶ୍ୱର(ମହାମାୟା ମହାନ୍ତି) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୧୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୦୦୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୨୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୪୧୫୮୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like