-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||     

HOME   ଜିଲ୍ଲା

ବିନିକାର ଗର୍ବ ଦେବାଶିଷ ସୁବୁଦ୍ଧିଙ୍କୁ ଫଟୋଗ୍ରାଫି ତରଫରୁ ସମ୍ବର୍ଦ୍ଧନା

22-Aug-2021



ବିନିକା(ହିମାଂଶୁ ଶେଖର ପୁଟେଲ) ସ୍ବାସ୍ଥ୍ୟସେବାର ଜାଗ୍ରତ ପ୍ରହରୀ ଭାବେ କାର୍ଯ୍ୟକରି ବିନିକା ଅଞ୍ଚଳବାସୀଙ୍କ ଅତି ପରିଚିତ ସ୍ବର୍ଗତ ଡାକ୍ତର କେଦାରନାଥ ସୁବୁଦ୍ଧିଙ୍କ ସୁପୁତ୍ର ଦେବାଶିଷ ସୁବୁଦ୍ଧି ଫଟୋଗ୍ରାଫିରେ ରାଜ୍ୟ ସ୍ତରରେ ସମ୍ମାନିତ ହୋଇଥିବାରୁ ଆଜି ରବିବାର ସ୍ଥାନୀୟ ବିନିକା ସ୍ପୋର୍ଟସ କ୍ଲବଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ବିନିକା ଫଟୋଗ୍ରାଫି କ୍ଲବ ତରଫରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି l ସୂଚନା ଯୋଗ୍ୟଯେ ରାଜ୍ୟସ୍ତରୀୟ ଫଟୋଗ୍ରାଫି ଅନୁଷ୍ଠାନ ଉତ୍କଳ ଫାଉଣ୍ଡେସନ ତରଫରୁ ବିଶ୍ଵ ଫଟୋଗ୍ରାଫି ଦିବସ ଅବସରରେ ବର୍ଣାଲି ୨୦୨୧ ନାମରେ ଏକ ଅନଲାଇନ ପ୍ରଦର୍ଶନୀ ଅନୁଷ୍ଟିତ ହୋଇଥିଲା ଯାହାକି ଏଥିରେ ବିନିକାର ଯୁବ ଉଦୀୟମାନ ଫଟୋଗ୍ରାଫି ଦେବାଶିଷ ସୁବୁଦ୍ଧି ଭାଗନେଇ ତୃତୀୟ ସ୍ଥାନ ଅଧିକାର କରି ବ୍ରୋଞ୍ଜ ପଦକ ହାସଲ କରିଥିଲେ l ଫଳରେ ଏନେଇ ବିନିକା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି l ଆଜି ଫଟୋଗ୍ରାଫି କ୍ଲବ ସଭାପତି ସୃଜନ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ କ୍ଳବ ସଭାପତି ସୃଜନ ପଣ୍ଡl ଓ କୋଷାଧ୍ୟକ୍ଷ ମୁକେଶ କୁମାର ସାମନ୍ତରା ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ କ୍ଳବର ନବଜୀବନ ପଣ୍ଡା,ସୁଧାଂଶୁ ପଣ୍ଡା,ଗୌତମ ସୁବୁଦ୍ଧି, ପ୍ରକାଶ ମହାଲିଙ୍ଗ, ବିକାଶ ମେହେର, ଜିତୁ ରଥ, ଭାନୁ ଦାସ ପ୍ରମୁଖଙ୍କ ସମେତ କ୍ଳବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026

You Might Also Like