-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ଗଙ୍ଗାଧରଙ୍କ ଲେଖନୀରୁ ନିସୃତ କବିତା ସାରା ଓଡ଼ିଆ ଜାତିର ଟେକ ରଖିଛି: ସୁବର୍ଣ୍ଣପୁର ଏସ୍ ପି

22-Aug-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) :  ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ  ଆନୁକୂଲ୍ୟରେ  ସ୍ବଭାବ  କବି ଗଙ୍ଗାଧର ମେହେରଙ୍କ ୧୫୯ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ସାରସ୍ବତ ସମାରୋହରେ ଜିଲ୍ଲା ଆରକ୍ଷୀ  ଅଧିକ୍ଷକ  ସୀତାରାମ  ଶତପଥି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗଙ୍ଗାଧରଙ୍କ ସ୍ମୃତି ଚାରଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସାହିତ୍ୟିକ ମୁଖ୍ୟବକ୍ତା ଭାବରେ ଡକ୍ଟର ମନୋଜ ପଣ୍ଡା ଓ ସମ୍ମାନିତ ବକ୍ତା ଭାବରେ ଅଧ୍ୟାପକ ଅଖିଳ ବିଶ୍ବାଳ ପ୍ରମୁଖ ଯୋଗ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଡ. ଦେବାଶିଷ ପାଣ୍ଡିଆ ଓ କବି ଆର୍ତ୍ତତ୍ରାଣ ବାବୁ ମଞ୍ଚାସୀନ ଥିଲେ । ଗଙ୍ଗାଧରଙ୍କ ଲେଖନୀରୁ ନିସୃତ କବିତା ଆଜି ସାରା ଓଡିଆ ଜାତିର ଟେକ ରଖିଛି ବୋଲି ଅତିଥିମାନେ ମତ ରଖିଥିଲେ । ଗଙ୍ଗାଧର ମେହେର ଜଣେ ଅଦ୍ବିତୀୟ ସାହିତ୍ୟ ସାଧକ ଥିଲେ ବୋଲି ଆଲୋଚନା ହୋଇଥିଲା । ଏହି ଅବସରରେ କବି ଆର୍ତ୍ତତ୍ରାଣ ବାବୁଙ୍କ ଦ୍ବାରା ଲିଖିତ ଋଷୀକବି ଗଙ୍ଗାଧର ନାମକ ପୁସ୍ତକର ଉନ୍ମୋଚନ କରାଯାଇଥିଲା । ଅନୁଷ୍ଠାନର ସଭାପତି ନାଟ୍ୟଶ୍ରୀ ଗଦାଧର ବାରିକଙ୍କ ଦ୍ବାରା ସଭା ପରିଚାଳନା ହୋଇଥିବା ସଭାରେ କବି ତଥା ଅଧ୍ୟାପକ ଡ. ସୌରଭ ରଞ୍ଜନ ଖମାରୀ ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିବାବେଳେ ଡ. ପରୁଷୋତ୍ତମ ମିଶ୍ର ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ l

ଶେଷରେ କବି ଲକ୍ଷ୍ମିନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସମାରୋହରେ କବି ପ୍ରଦ୍ୟୁମ୍ନ ସାହୁ, ଅମ୍ବୁଜ ବିହାରୀ ଶତପଥି, ଅଦୈତ୍ବ ପଣ୍ଡା, କ୍ଷୀରୋଦ ବିହାରୀ ବିଶ୍ବାଳ, ବେଣୁଧର ପ୍ରଧାନ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ । ସକାଳ ୮ ଘଣ୍ଟା ବେଳେ ସ୍ଥାନୀୟ ଗଙ୍ଗାଧର ଛକ ଠାରେ ସାହିତ୍ୟ ସଂସଦ ଓ ସ୍ୱଚ୍ଛ ଭାରତ ସଂଗଠନ  ପକ୍ଷରୁ ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like