-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ରାଜ୍ୟ

ନଭେମ୍ବର ୧ରୁ ଏଲପିଜି ଗ୍ୟାସ ସିଲିଣ୍ଡରର ହୋମ ଡେଲିଭରି ପାଇଁ ବଦଳିବ ନିୟମ

31-Oct-2020



*ନଭେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ । ନଭେମ୍ବର ୧ରୁ ଏଲପିଜି ଗ୍ୟାସ ସିଲିଣ୍ଡରର ହୋମ ଡେଲିଭରି ପାଇଁ ବଦଳିବ ନିୟମ । ଗ୍ୟାସ ସିଲିଣ୍ଡର ବୁକ୍ କଲାବେଳେ ଆପଣଙ୍କ ପଞ୍ଜିକୃତ ମୋବାଇଲ ନମ୍ବରରେ ଏକ ଓଟିପି ଆସିବ । ଆଉ ଏହି କୋଡକୁ ଡେଲିଭରି ବଏଙ୍କୁ ଦେଖାଇବା ପରେ ଯାଇ ଆପଣଙ୍କୁ ଗ୍ୟାସ ମିଳିବ!! ନୂଆ ସିଲିଣ୍ଡର ପଲିସି ଅନୁସାରେ, ସମସ୍ତ ଗ୍ରାହକଙ୍କୁ ସେମାନଙ୍କର ନାଁ, ଠିକଣା ଏବଂ ମୋବାଇଲ ନମ୍ବର ଅପଡେଟ୍ କରିବାକୁ ହେବ । ଅନ୍ୟପକ୍ଷରେ  ଗ୍ରାହକ SMS ମାଧ୍ୟମରେ ଗ୍ୟାସ ବୁକ୍ କରିବାର ନୂଆ ସୁଯୋଗ ଦେଇଛି ଇଣ୍ଡେନ ଗ୍ୟାସ୍ କମ୍ପାନୀ । ଯଦି ଆପଣ ଜଣେ ଇଣ୍ଡେନ୍ ଗ୍ରାହକ, ତେବେ ଆପଣଙ୍କୁ ନୂତନ ନମ୍ବର ୭୭୧୮୯୫୫୫୫୫ କୁ କଲ କରି ଗ୍ୟାସ୍ ସିଲିଣ୍ଡର ବୁକ୍ କରିବାକୁ ପଡିବ । ଯଦି ଆପଣ କରିପାରିବେ ନାହିଁ ତେବେ ଆପଣ ନିଜ ପଞ୍ଜିକୃତ ମୋବାଇଲ ନମ୍ବରରୁ  ୭୫୮୮୮୮୮୮୨୪ ହ୍ବାଟ୍ସଆପରେ ମେସେଜ ଦେଇ ଗ୍ୟାସ୍ ସିଲିଣ୍ଡର ବୁକିଂ କରିପାରିବେ!!*ମାସର ପହିଲାରେ ଗ୍ୟାସ ସିଲିଣ୍ଡର ଦରରେ ହୋଇଥାଏ ପରିବର୍ତ୍ତନ । ଏହାରି ମଧ୍ୟରେ ନଭେମ୍ବର ୧ରୁ ମଧ୍ୟ ଗ୍ୟାସ ଦରରେ ପରିବର୍ତ୍ତନ ହୋଇପାରେ । ଅକ୍ଟୋବର ମାସରେ ଗ୍ୟାସ ସିଲିଣ୍ଡର ଦରବୃଦ୍ଧି କରାଯାଇଥିଲା । ନଭେମ୍ବର ପହିଲାରୁ ଦେଶରେ ଯାତାୟାତ କରୁଥିବା ଟ୍ରେନର ସମୟ ବଦଳିବ। ପୂର୍ବରୁ ପ୍ରତିବର୍ଷ ଅକ୍ଟୋବର ପହିଲାରେ ଟ୍ରେନର ସମୟ ବଦଳୁଥିଲା। ହେଲେ ଚଳିତ ବର୍ଷ ଏହା ନଭେମ୍ବର ୧ରୁ ବଦଳିବ ବୋଲି କୁହାଯାଇଛି!!*ଏସିବିଆଇ ସଞ୍ଚୟ ଖାତାରେ ମିଳିବ କମ୍ ସୁଧ। ଯେଉଁ ଖାତାଗୁଡ଼ିକରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମାରାଶି ରହିଛି ନଭେମ୍ବର ୧ରୁ ଏହା ଉପରେ ସୁଧ ହାର ୦.୨୫ ପ୍ରତିଶତ ହ୍ରାସ ଘଟି ୩.୨୫ ପ୍ରତିଶତ ହୋଇଯିବ। ୧ ଲକ୍ଷରୁ ଅଧିକ ଜମା ଥିଲେ ରେପୋ ରେଟ୍ ହିସାବରେ ସୁଧ ମିଳିବ। ବ୍ୟାଙ୍କ ଅଫ ବରୋଦାରେ ଧାର୍ଯ୍ୟ ସୀମା ଠାରୁ ଅଧିକ ବ୍ୟାଙ୍କିଂ କଲେ ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like