-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ଦ୍ୱାରା ଓଡ଼ିଆ ପୁଅ ଅଭିରାମ ସମ୍ବର୍ଦ୍ଧିତ

22-Aug-2021



କଟକ, (ପ୍ରେରଣା ଖବର) କଟକ ସଦର ଉପକଣ୍ଠ କନ୍ଦରପୁର ପଂଚାୟତ ବମ୍ବୁରି ଗ୍ରାମର କାରୋନା ଯୋଦ୍ଧା ଅଭିରାମ ସାହୁ ଉଲ୍ଲେଖନୀୟ କୃତିତ୍ୱ ନିମନ୍ତେ ବିଶ୍ଵସ୍ଵାସ୍ଥ୍ୟ ସଂଗଠନ(ହୋ) ଦ୍ୱାରା ସମ୍ମାନୀତି ହୋଇ ସମଗ୍ର ଅଞ୍ଚଳ ପାଇଁ ଗର୍ଵ ଓ ଗୌରବ ଆଣି ପାରିଛନ୍ତି । ସୂଚନାଯୋଗ୍ୟ କରୋନା ମହାମାରୀ ସମୟରେ କୋଭିଡ଼ -୧୯ର ସମସ୍ତ କାର୍ଯ୍ୟକାରୀ ଯୋଜନା,ପ୍ରସ୍ତୁତି ପ୍ରଣାଳୀ ଏବଂ ଦେଶ ଭିତ୍ତିଭୂମି ଗଠନରେ ଅକୁଣ୍ଠ ସହଯୋଗ,କରୋନା ସଚେତନତା ଆଦି ନିୟମ ଧାରାକୁ ସୂଚାରୁରୂପେ ସମ୍ପାଦନ କରି ମହାମାରୀର ଦୃଢ ମୁକାବିଲାରେ ସହାୟ ହୋଇପାରିଛନ୍ତି । ଶ୍ରୀଯୁକ୍ତ ସାହୁ ଅଧୁନା କଟକ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ"ର ଉପଦେଷ୍ଟା ମଣ୍ଡଳୀର ସଦସ୍ୟ,କନ୍ଦରପୁର ବଜାରରେ ଅବସ୍ଥାପିତ ମହାବୀର ଔଷଧାଳୟର ନିର୍ଦେଶକ ଭାବେ କାର୍ଯ୍ୟରତ ଏଥିସହ ଜଣେ ସ୍ୱାସ୍ଥ୍ୟକର୍ମୀ,କଳାପ୍ରେମୀ,ସମାଜ ସଂସ୍କାରକ,ପରୋପକାରୀ ଦରଦୀ ମଣିଷଭାବେ ସମସ୍ତଙ୍କର  ପ୍ରିୟଭାଜନ ହୋଇପାରିଛନ୍ତି ତାଙ୍କ ସାଧନାର ସିକୃତି ସ୍ୱରୂପ ମୁହାଁଣ ସାହିତ୍ୟ ସଂସଦ-ମୁମ୍ବାଇ,ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ-ବୟାଳିଶମୌଜା,ସ୍ଵର୍ଗତ ବସନ୍ତ ଜେନା ସ୍ମୃତି ସଂସଦ-ଦାମୋଦରପୁର,ଉତ୍କଳ ବିକାଶ ପରିଷଦ-କଟକ ସଦର ଆଦି ବିଭିନ୍ନ ସଙ୍ଗଠନ ଦ୍ଵାରା ସମ୍ବର୍ଦ୍ଧିତ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like