-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||     

HOME   ଜିଲ୍ଲା

ଯବାନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

23-Aug-2021



ଗଞ୍ଜାମ (ଉମା ମହାରଣା) : ସ୍ୱାସ୍ଥ୍ୟ ଗତ ସମସ୍ୟାରୁ ମୃତ୍ୟବରଣ କରିଥିବା ସି ଆଇ ଏସ୍ ଏଫ୍ ଯବାନଙ୍କ ନିଜ ଗ୍ରାମରେ ପହଁଚିଲା ମର ଶରୀର l ବିହାର ରାଜ୍ୟର ପାଟଣା ସ୍ଥିତ ସି ଆଇ ଏସ୍ ଏଫ୍ ରେ କାର୍ଯ୍ୟରତ ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଦେବଭୂମି ପଞ୍ଚାୟତ ର କେ. ନୂଆପଲ୍ଲୀ ଗ୍ରାମର ଯବାନ ଶିବାନନ୍ଦ ପାତ୍ର ଗତ ୧୧  ତାରିଖ ଦିନ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ l ତାଙ୍କୁ ଚିକିତ୍ସାନିମନ୍ତେ ପାଟଣା ସ୍ଥିତ ପାରସ ସୁପର ହସ୍ପିଟାଲ ରେ ଭର୍ତି କରାଯାଇଥିଲା l ସେଠାରେ ଗତକାଲି ଦିନ ୧ ଘଣ୍ଟା ୩୦ ମିନଟ୍ ରେ ସେ ପ୍ରାଣ ତ୍ୟାଗ କରିଥିଲେ । ଆଜି ତାଙ୍କ ମର ଶରୀର ଏକ ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ରାଉଲକେଲା ଓ  ଭୁବନେଶ୍ୱର ଦେଇ ଆସିକା କେ.ନୁଆଁପଲ୍ଲୀ ଠାରେ ପହଞ୍ଚି ଥିଲା । ପହଞ୍ଚିବା ବାଟରେ ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ ପଥରା ଠାରେ ମର ଶରୀରକୁ ପୁଷ୍ପମାଲ୍ୟ ଅର୍ପଣ କରି   ଏକ ବିଶାଳ ବାଇକ ରାଲି ରେ ଯବାନ ଙ୍କ ଗ୍ରାମରେ ପହଞ୍ଚିବା ପରେ ଅଞ୍ଚଳବାସୀ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇ ଶେଷକୃତ ସମ୍ପର୍ଣ୍ଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026

You Might Also Like