-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||     

HOME   ଜିଲ୍ଲା

କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଯାଦବ ସମାଜର ୪ ଦଫା ଦାବିପତ୍ର ପ୍ରଦାନ

24-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ଜିଲ୍ଲା ଯାଦବ ସମାଜ ତରଫରୁ ସ୍ଥାନୀୟ ସର୍କିଟ ହାଉସ ଠାରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏକ ଦାବିପତ୍ର ପ୍ରଦାନ ସହ ଉପଢୈାକନ ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ । ସଭାପତି ପଙ୍କଜ ସେଲମାଙ୍କ ନେତୃତ୍ୱରେ ଏକ ୫ ଜଣିଆ ଟିମ୍ ଜିଲ୍ଲା-ମୁଖ୍ୟ ଉପଦେଷ୍ଟା ଛବିଳ ବଗର୍ତ୍ତି, ଦୁତିବାହନ ଚନ୍ଦନ, ପୌରାଂଚଳ ସହସମ୍ପାଦକ ଅଷ୍ଟମୀ ବଗର୍ତ୍ତି ଓ ପ୍ରଶାନ୍ତ ମହାକୁର  ଏକ ୪ ଦଫା ଦାବିପତ୍ର

ପ୍ରଦାନ କରିଥିଲେ । ବଲାଙ୍ଗିର-ଖୋର୍ଦ୍ଧା ରୋଡ ରେଳପଥକୁ ଶିଘ୍ର ସମାପ୍ତ କରିବା, ବଲାଙ୍ଗିର - ପ୍ରୟାଗରାଜ ବନାରସକୁ ଟ୍ରେନ ଚଳାଇବା, ଏକ ସ୍ୱତନ୍ତ୍ର ଟ୍ରେନ ବିଛୁପାଲି ରୁ ବିଶାଖାପାଟଣାମ୍ ପର୍ଯ୍ୟନ୍ତ ଚଳାଇବା, ବଲାଙ୍ଗିର ରେଳ ଷ୍ଟେସନକୁ ଆଧୁନିକ କରଣ ଓ ଏକୋ ଫ୍ରେଣ୍ଡଲି ଷ୍ଟେସନ ଇତ୍ୟାଦି ପ୍ରସ୍ତାବ ଦାବିପତ୍ରରେ ସୂଚିତ କରାଯାଇଛି । 


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026

You Might Also Like