-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||     

HOME   ଜିଲ୍ଲା

ସାଲେଭଟାରେ ଗଙ୍ଗାଧର ଜୟନ୍ତୀ ଓ ରକ୍ଷା ବନ୍ଧନ ପାଳିତ 

24-Aug-2021



ସାଲେଭଟା,(ପ୍ରେରଣା ଖବର)-ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟା ସରକାରୀ ପ୍ରାଥମିକ ବିଦ୍ୟାଳୟରେ  ଶ୍ରାବଣ ପୂର୍ଣ୍ଣିମା ଶୁଭ ଦିବସରେ ସ୍ୱଭାବ କବି ଗଙ୍ଗାଧର ମେହରଙ୍କ  ଜୟନ୍ତୀ ତଥା ରକ୍ଷା ବନ୍ଧନ ପାଳିତହୋଇଯାଇଛି । ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୁର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କର ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ୱାଟସଏପ ମାଧ୍ୟମରେପ୍ରକୃତି କବି ଗଂଗାଧର ମେହେରଙ୍କ ଜୀବନୀ ଓ ସାହିତ୍ୟ ସ୍‌ୃଷ୍ଟି ସମୁହ ଏବଂ କବି ବ୍ୟବହାର କରୁଥିବା ଦୁଆତ, କଠାଉ, ଲେଖନୀ ଗୁଡିକର ଫଟୋଚତ୍ର

 ପଠାଯାଇ ଛାତ୍ରଛାତ୍ରୀମାନଙ୍କୁ  ସଚେତନ କରାଯାଇଥିଲା । ଏଥି ସହିତ ବୃକ୍ଷ ଅମ୍ଲଜାନ ଯୋଗଇ ଆମର ଜୀବନକୁ  ସୁରକ୍ଷା ପ୍ରଦାନ କରୁଛି । ତେଣୁ ଗଛ ହିଁ ଆମର ପ୍ରକୃତ ରକ୍ଷକ ଓ ଭାଇ ବୋଲି କାର୍ଯ୍ୟକ୍ରମରେ ମତବ୍ୟକ୍ତ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟ  ପରିସରରେ ଥିବା ଗଛଗୁଡିକୁ ଭାଇ ଭାବନାରେ ରେଡକ୍ରସ ତରଫରୁ ପୂଜା କରାଯାଇ ରାକ୍ଷୀ ବନ୍ଧା ଯାଇଥିଲା । କାର୍ଯ୍ୟକ୍ରମକୁ ଇକୋ କ୍ଲବର ସଂପାଦକ ଶିକ୍ଷୟିତ୍ରୀ ଧରିତ୍ରୀ ସାହୁ ସଂଯୋଜନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ  ସଦାନନ୍ଦ ଭୋଇ, ଗୋବିନ୍ଦ ଭୋଇ, ନେତ୍ରାନନ୍ଦ ସାହୁ, ଗୋବିନ୍ଦ ସାହୁ, କାଂଚନ ହୋତା, ଅଳକା ପଣ୍ଡା, କୁନ୍ତି ପଧାନ, ନିର୍ମଳା ବାଗ, ଦଶରଥ ପଟେଲ, ରୁଦ୍ରକାନ୍ତ ମେହେର , ଅନନ୍ତ ମେହେର, ବିନୟା ସାହୁ, ଲିିଲୀ ରଣା ପ୍ରମୁଖ ଯୋଗଦେଇ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026

You Might Also Like