-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||     

HOME   ଜିଲ୍ଲା

ମାଗଣା କର୍କଟ ରୋଗ ପରାମର୍ଶ ଶିବିର ରେ ୨୪ ଜଣ ରୋଗୀଙ୍କୁ କରାଗଲା ଚିକିତ୍ସା : ରୋଗ ନିରୂପଣ ପାଇଁ ସରକାର ଯୋଗାଇବେ ଯନ୍ତ୍ରପାତି

24-Aug-2021



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ) :ଗତକାଲି  ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣପୁର ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲାସ୍ତରୀୟ ମାଗଣା କର୍କଟ ରୋଗ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି l ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ  ମୁମ୍ବାଇର ପ୍ରଖ୍ୟାତ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର ଦିନେଶ୍ ପେଣ୍ଡାରକର ନିଶୁଳ୍କ ଭାବରେ ଏହି ଶିବିରରେ ରୋଗୀମାନଙ୍କୁ ନିଜର ମୂଲ୍ୟବାନ ପରାମର୍ଶ  ଦେଇଛନ୍ତି l ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏଥିପାଇଁ ପୂର୍ବରୁ  ଜିଲ୍ଲାର ବିଭିନ୍ନ ଅଂଚଳରେ ଆବଶ୍ୟକ ପ୍ରଚାର ପ୍ରସାର କରାଯାଇଥିଲା l ଅଦ୍ୟ ଏହି ଶିବିରରେ ଯୋଗ ଦେଇଥିବା ସମସ୍ତ ୨୪ ଜଣ ରୋଗୀଙ୍କ ସହିତ ଡଃ ପେଣ୍ଡାରକର ଅତି ଅମାୟିକ ଭାବରେ ମିଶିବା ସହ  ଧର୍ଯ୍ଯ ର ସହିତ ସେମାନଙ୍କର ସୁବିଧା ଅସୁବିଧା ବୁଝି ସେମାନଙ୍କ ମନରେ ଏହି ଭୟଙ୍କର ରୋଗରୁ ରକ୍ଷା ପାଇବା ପାଇଁ ନୂତନ ଆଶା ସଂଚାର କରାଇପାରିଛନ୍ତି l ଏହି ଶିବିରରେ ସିଡିଏମ୍ଓ  ଡ. ଦିଲ୍ଲୀପ କୁମାର ପଣ୍ଡା, ଡି ଏମ୍ ଓ ଡ. ପ୍ରଦିପ କୁମାର ଗୁରୁ, ଡି ପି ଏଚ୍ ଓ ଡ. ରମେଶ ଚନ୍ଦ୍ର ସ୍ଵାଇଁ, ଡି ଏଲ୍ ଓ ତ୍ରିବିକ୍ରମ ପାଣ୍ଡିଆ, ଡି ଟି ବି ଓ  ଡ. ପଦ୍ମହଂସା ଡୋରା, ମେଡିକାଲ ଅଫିସର ଡ. ପାର୍ଥପ୍ରତିମ ପଣ୍ଡା, ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲା କେନସର ନୋଡାଲ୍ ଅଫିସର ଡଃ ନରେନ୍ଦ୍ର ମେହେର୍  ଡଃ ପେଣ୍ଡାରକର ଙ୍କ ଠାରୁ ଆବଶ୍ୟକ ଉପଦେଶ ଗ୍ରହଣ କରି ଏଠାକାର ରୋଗୀମାନଙ୍କୁ ପରବର୍ତ୍ତୀ ସେବା ଯୋଗାଇଦେବେ l ଏହି କାର୍ଯ୍ୟକ୍ରମ ପରିଚାଳନାରେ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଷ୍ଟାଫ୍ ନର୍ସ ଏଲି ଭଞ୍ଜ, ସ୍ୱାସ୍ଥ୍ୟବିଭାଗ କର୍ମଚାରୀ ନାରାୟଣ ରଥ, ସମିର କୁମାର ନାୟକ ସହଯୋଗ କରିଥିଲେl  ଏହି ଅବସରରେ ଡ. ପେଣ୍ଡାରକର  ଗଣ ମାଧ୍ୟମର ପ୍ରତିନିଧି ମାନଙ୍କୁ ସାକ୍ଷାତକାର ଦେଇ କର୍କଟରୋଗ ନିରାକରଣ ଦିଗରେ ଓଡିଶା ସରକାରଙ୍କ  ପଦକ୍ଷେପ କୁ ଭୂୟସୀ ପ୍ରଶଂସା କରିଥିଲେl  ସେ ସୂଚନା ଦେଇଥିଲେ ଯେ ଓଡିଶା  ସରକାର ଅତିଶୀଘ୍ର ସମସ୍ତ ଜିଲ୍ଲାରେ କର୍କଟରୋଗ ନିରୂପଣ ପାଇଁ ଆବଶ୍ୟକୀୟ ଯନ୍ତ୍ରପାତି ଯୋଗାଇ ଦେବେ l  ଏହା ଦ୍ଵାରା ରୋଗୀ ମାନଙ୍କୁ ଆଉ ଖର୍ଚ୍ଚାନ୍ତ ହୋଇ ଦୂର ଦୂରାନ୍ତ ସହର ମାନଙ୍କୁ ଆବଶ୍ୟକ ଚିକିତ୍ସା କିମ୍ବା ପରାମର୍ଶ ପାଇଁ ଯିବାକୁ ପଡିବ ନାହିଁ l ଏହି ଶିବିରରେ ଯୋଗଦାନ  କରିଥିବା  ସମସ୍ତ ରୋଗୀ ତଥା ସୁବର୍ଣପୁର ଜନସାଧାରଣ ସରକାରଙ୍କ ଏହି ମହତ୍ କାର୍ଯ୍ୟକୁ  ସ୍ୱାଗତ କରିବା ସହିତ ଜିଲ୍ଲା ପ୍ରଶାସନର ପ୍ରୟାସ କୁ ଧନ୍ୟବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026

You Might Also Like