-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

ଲୋଇସିଂହା : ବାଇକ୍ ଚୋର କୁ କାବୁ କଲେ ଗ୍ରାମବାସୀ

24-Aug-2021



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ): ବର୍ତମାନ ଲୋଇସିଂହା, ଆଗଲପୁର, ଗାଇସିଲେଟରେ ଚୋରି କାରବାର ଦିନକୁ ଦିନ ବୃଦ୍ଧି ହେବାରେ ଲାଗିଛି l ଆଜି ଦୁଇଜଣ ଚୋରକୁ ଗାଡିନେଇ 

ଫେରାର ହେଉଥିବା ସମୟରେ ଝରଣୀପାଲି ଠାରେ ଲୋକେ କାବୁ କରିନେଇଥିଲେ l ଘଟଣା ରୁ ପ୍ରକାଶ ଯେ, ପୋଢ଼ପାଲି ଗ୍ରାମ ଝରଣିପାଲି ପଂଚାୟତର ଭଗବାନ ସାହୁ ସକାଳ ୮ ଟା ସମୟରେ ନିକଟସ୍ଥ ପଥରମୁଣ୍ଡା ତାଙ୍କ ଜମିକୁ ମୁଗ ତୋଳିବାକୁ ଯାଇଥିଲେ ସାଥିରେ ନେଇଥିବା ହେରୋହୋଣ୍ଡା ମୋଟର ବାଇକ  ନ. (OD15B 8961) ରୋଡ଼ ସାଇଟରେ ଲକ କରି ରଖି ଲୋକଙ୍କ ସହ ନିଜ କାର୍ଯ୍ୟରେ ବ୍ୟସ୍ତ ଥିଲେ l ଠିକ କିଛି ସମୟ ପରେ ଚୋର ରାହୁଲ ସାହୁ (ତେଲିପାଲି) ଓ ପଦ୍ମଲୋଚନ (ପୂଖାପାଲି)ର ଦୁଇଚୋର ଗାଡି ଲକ ଖୋଲି ଫେରାର ହେଲେ l ଏହା ଦେଖି ଭଗବାନ ପଛରେ ଦୌଡିଲେ ହେଲେ ହେଲେ ସେଠାରୁ ଚମ୍ପଟ ମାରିଲେ l ସୂଚନା ପାଇ ସ୍ଥାନୀୟ କରକଚିଆ ଛକ ନିକଟରେ ତ୍ରିବେଣୀ ସ୍ୱୟଂ ସହାୟକ କମିଟିର ପିଲାମାନେ  ଧରିବାକୁ ଚେଷ୍ଟା କଲେ ହେଲେ କରକଚିଆ ଛକରୁ ଝରଣୀପାଲି ଆଡକୁ ବେକ କରି ଫେରୁଥିବା ସମୟରେ ଲୋକେ ଚୋର ଦୁହିଁଙ୍କ ସହ ମୋଟର ବାଇକକୁ କାବୁ କରିନେଇଥିଲେ l ପରେ ଭଗବାନ ସାହୁ ଲୋଇସିଂହା ଥାନାରେ ଅଭିଯୋଗକ୍ରମେ ପୋଲିସ ଚୋର ଦୁହିଁଙ୍କୁ ଥାନାକୁ ଆଣି ପଚରାଉଚରା ଚଳାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like