-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବଡଗୁର୍ଜିଭଟା-ଘୁନସର ରାସ୍ତା ଶୋଚନୀୟ, ମରାମତି ନହେଲେ ଆନ୍ଦୋଳନ ପାଇଁ କେତାବନୀ ଦେଲେ ଗ୍ରାମବାସୀ

31-Oct-2020



ପାଟଣାଗଡ଼(ପ୍ରେରଣା ଖବର)- ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଗମନାଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଖପ୍ରାଖୋଲ ବ୍ଲକର ବଡଗୁର୍ଜିଭଟା-ଘୁନସର ରାସ୍ତାର ଏହି ଶୋଚନୀୟ ଅବସ୍ଥାକୁ ଦେଖିଲେ ଜଣାପଡିବ ସରକାରଙ୍କ ଅନୁଦାନ କେଉଁ ପ୍ରକାରରେ ଖର୍ଚ୍ଚ ହେଉଛି । ଏହି ରାସ୍ତାର ମରାମତି ଦିଗରେ କୌଣସି ସରକାରୀ ରତ୍ପରତା ପ୍ରକାଶ ପାଉନଥିବାରୁ  ଏବେ ଏହା ଲୋକଙ୍କ ପାଇଁ ମରଣଯନ୍ତା ପାଲଟି ଯାଇଛି । ଏହି ରାସ୍ତା ଜାମସେଠକୁ ସଂଯୋଗ ହୋଇଥିବା ବେଳେ ନୂଆପଡା, ପାଇକମାଲ ଓ ପର୍ଯ୍ୟଟନ କ୍ଷେତ୍ର ନୃସିଂହନାଥକୁ ଯିବା ପାଇଁ ଜନସାଧାରଣ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି । ପ୍ରତିଦିନ ସ୍କୁଲ କଲେଜ ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଜନତା ଏହି  ରାସ୍ତା ଦେଇ ଯିବା ଆସିବା କରିଥାନ୍ତି । ବଡଗୁର୍ଜିଭଟା ଠାରୁ ଘୁନସରକୁ ଯାଇ ଥିବା ଏହି ୨କିଲୋମିଟର ରାସ୍ତା ଏବେ ଆଉ ଚାଲିବା ଉପଯୋଗୀ ହୋଇ ରହି ନାହିଁ ।   ରାସ୍ତାର ଠାଏ ଠାଏ ଆଣଣ୍ଠୁଏ ପାଣି ପୁଣି ଅନେକ ସ୍ଥାନରେ ଗର୍ତ୍ତ ମାନ ସୃଷ୍ଟି ହୋଇଛି । ଅନେକ ସମୟରେ ଏହି ରାସ୍ତାରେ ଛୋଟମୋଟ ଦୁର୍ଘଟଣା ମାନ ମଧ୍ୟ ଘଟୁଛି । ଆମ୍ବୁଲେନ୍ସ କିମ୍ବା ଦମକଳବାହିନୀ ଗାଡି ଏହି ରାସ୍ତା ଦେଇ ଯାଇପାରୁ ନଥିବାରୁ ଲୋକେ ଜରୁରୀକାଳୀନ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି । ସ୍ଥାନୀୟ ଅଧିବାସୀ ମାନେ ବାରମ୍ବାର ବ୍ଲକ ପ୍ରଶାସନ ଠାରେ ହାରିଗୁହାରୀ କରିଥିଲେ ମଧ୍ୟ ଫଳ କିଛି ହୋଇ ନାହିଁ । ଲୋକଙ୍କ ଗମନାଗମନ ସୁବିଧା ପାଇଁ ପ୍ରଶାସନ ତରଫରୁ ତୁରନ୍ତ ଏହି ରାସ୍ତାର ମରାମତି ପାଇଁ ଗୋପାଳ ସାହୁ, ନୀଳକଣ୍ଠ ବରିହା, ବିଭୀଷଣ ରଣା, ସୁପାଳ ନିଆଲ, ଅଶ୍ୱିନୀ ସାହୁ, ବୃହଷ୍ପତ୍ତି ଭୋଇ, ତେଜରାମ ଠାକୁର, ଭୁବନ ବାରିକ, ରୂଦ୍ର ବାରିକ ପ୍ରମୁଖ ଗ୍ରମବାସୀ ଦାବି କରିବା ସହିତ ମରାମତି ନହେଲେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ପ୍ରଶାସନକୁ ଚେତାବନୀ ଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like