-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରେ ବିକାଶ ର ନମୁନା

24-Aug-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ସରକାର ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ବରାଦରେ ଆଦିବାସୀ ଅଧ୍ୟୁଷିତ  ଅଂଚଳରେ ବିକାଶ ପାଇଁ କାର୍ଯ୍ୟ କରୁଥିଲେ ମଧ୍ୟ କିଛି ଅସାଧୁ ସରକାରୀ କର୍ମଚାରୀ ତାକୁ ଆତ୍ମସାତ କରୁଛନ୍ତି l ଏଭଳି ଏକ ବାସ୍ତବ ଚିତ୍ର ଦେଖିବାକୁ ମିଳୁଛି ନୟାଗଡ ଜିଲ୍ଲା ଗଣିଆ ବ୍ଲକ ବଡସିଲିଙ୍ଗା ଗ୍ରାମପଂଚାୟତର ଶଗଡ଼ଭଙ୍ଗା ମାର୍କେଟ କମ୍ପ୍ଲେସରେ l ଜିଲ୍ଲା ଗ୍ରାମ୍ୟ ଉନୟନ ସଂସ୍ଥା ନୟାଗଡ ଦ୍ଵାରା ଚତୁର୍ଥ ରାଜ୍ୟଅର୍ଥ ଆୟୋଗ ଜରିଆରେ 2019-2020 ମସିହା ଆର୍ଥିକ ବର୍ଷରେ ଦଶଲକ୍ଷ ଟଙ୍କାରେ ଆଦିବାସୀ ଅଧ୍ୟୁଷିତ ଅଂଚଳର ଶଗଡ଼ଭଙ୍ଗା ଠାରେ ଏକ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ହେବାପାଇଁ ଅର୍ଥ ମଞ୍ଜୁରୀ କରାଯାଇଥିଲା l କିନ୍ତୁ ଆଜି ଏହି ମାର୍କେଟ କମ୍ପ୍ଲେକ୍ସଟି ଉଦଘାଟନ ହେବାକୁ ଥିବାବେଳେ ସେଥିରୁ ମାର୍ବଲ ଉଠିଯାଇଥିବା ଦେଖିବାକୁ ମିଳୁଛି l ଏଥିରୁ ସ୍ପଷ୍ଟ ବାରିହେଉଛି କି ଉଦଘାଟନ ପୂର୍ବରୁ ଜଦି ମାର୍ବଲ ଉଠିଯାଉଛି ତେବେ ଉକ୍ତ ମାର୍କେଟ କମ୍ପ୍ଲେକ୍ସ ଟି କେଉଁଭଳି ଭାବେ ନିମ୍ନମାନର କାର୍ଯ୍ୟ ହୋଇଥିବ l ଏଠି ପ୍ରଶ୍ନ ଉଠୁଛିକି ସ୍ୱାଧୀନତାର 75 ବର୍ଷ ପରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ  ଅଞ୍ଚଳର ଲୋକମାନଙ୍କୁ ରାଜ୍ୟ ସରକାରଙ୍କ ଠାରୁ ମୋଟାଅଙ୍କର ଦରମାପାଉଥିବା ସରକାରୀ ବାବୁମାନେ କେତେଦିନବା ଆଉ ଠକିବେ l ଏଥିପ୍ରତି ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାକୁ ଅଞ୍ଚଳ ବାସୀ ଦାବୀ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like