-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ରାଜ୍ୟ

ଶିକ୍ଷକ ମାନଙ୍କୁ ସୁନାମି ସଚେତନତା ତିନି ଦିନିଆ ତାଲିମ କାର୍ଯ୍ୟକ୍ରମ ଉଦଘାଟିତ

24-Aug-2021



ପୁରୀ(ସମୀର ରଞ୍ଜନ ନାୟକ) : ସୁନାମି ସଂକ୍ରାନ୍ତୀୟ ତିନି ଦିନିଆ ସଚେତନତା କାର୍ଯ୍ୟକ୍ରମ ଆଜିଠାରୁ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷର  ଆରମ୍ଭ ହୋଇଛି । ଏହାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଜିଲ୍ଲାର ୬ଟି ବ୍ଲକର ୮୮ଟି ଗ୍ରାମ ସୁନାମି ପ୍ରବଣ ରହିଛି । ସୁନାମିକୁ ସଫଳତାର ସହ ସମ୍ମୁଖୀନ ହେବା ନିମନ୍ତେ ଭିତ୍ତିଭୂମି ଓ ଦକ୍ଷତା ବୃଦ୍ଧି ପାଇଁ ଓଡିଶା ରାଜ୍ୟ ବିପର୍ଯ୍ଯୟ ଓ ପରିଚାଳନା କର୍ତ୍ତୃପକ୍ଷ (OSDMA) ପକ୍ଷରୁ ଭାରତ ମହାସାଗର ସୁନାମି ପ୍ରସ୍ତୁତ କାର୍ଯ୍ୟକ୍ରମ ( Indian Ocean Tsunami Ready Programme) ଆରମ୍ଭ କରାଯାଇଛି । ଆଜି କୃଷ୍ଣପ୍ରସାଦ, ଆସନ୍ତାକାଲି ଗୋପ ଓ ଅସ୍ତରଙ୍ଗ ଏବଂ ଆସନ୍ତା ୨୬ ତାରିଖରେ ପୁରୀସଦର, ବ୍ରହ୍ମଗିରି ଓ କାକଟପୁର ବ୍ଲକର ସୁନାମି ପ୍ରବଣ ଗ୍ରାମର ଶିକ୍ଷକ ମାନଙ୍କୁ ଦକ୍ଷତା ବୃଦ୍ଧି ତାଲିମ ପ୍ରଦାନ କରାଯିବ ।  ସଂପୃକ୍ତ ଶିକ୍ଷକ ମାନେ ସେମାନଙ୍କ ସହକର୍ମୀ ଶିକ୍ଷକ ଓ କର୍ମଚାରୀ, ଛାତ୍ରଛାତ୍ରୀ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟ ମାନଙ୍କୁ ତାଲିମ ପ୍ରଦାନ କରିବେ । ଓସଡମା ପକ୍ଷରୁ ମାଷ୍ଟର ଟ୍ରେନର ସିଭିଲ ଡିଫେନ୍ସ୍ ଶ୍ରୀ ଅମୂଲ୍ୟ ପ୍ରସାଦ, ଓଡ୍ରାଫର ଶ୍ରୀ ସଞ୍ଜୟ କୁମାର ନାୟକ ଏହି ତାଲିମ ପ୍ରଦାନ କରୁଛନ୍ତି । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ଶ୍ରୀ ସୁମନ୍ତ କର,   ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ମମତା ମିଶ୍ର, ଓସଡମା ଜିଲ୍ଲା ପ୍ରକଳ୍ପ ଅଧିକାରୀ ଶ୍ରୀ ସୁକାନ୍ତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like