-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଉପଚାର ତାଲିମ ଶିବିର ଉଦଘାଟିତ

24-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ଭାରତୀୟ ରେଡକ୍ରସ ସୋସାଇଟି ଓଡିଶ।। ରାଜ୍ୟ ଶାଖା ତରଫରୁ ବଲାଙ୍ଗିର ଜିଲା୍ଲ ଅନ୍ତର୍ଗତ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜୁନିଅର ରେଡକ୍ରସ କାଉନସିଲର ମାନଙ୍କର ଜୋନ ସ୍ତରୀୟ ଚତୁର୍ଦିବସୀୟ  ପ୍ରାଥମିକ ଉପଚାର ଶିବିର ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଓଡିଶା ବିଧାନ ସଭାର ବଲାଙ୍ଗିର ବିଧାୟକ ମାନ୍ୟବର ନରସିଂହ ମିଶ୍ର ଯୋଗଦେଇ ରେଡକ୍ରସ ି ପତାକା ଉତ୍ତୋଳନ କରି ଶିବିରକୁ ଉଦ୍‌ଘାଟିତ କରିଥିଲେ । ଅନ୍ୟାନ୍ୟ ସମ୍ମାନୀତ ଅତିଥି ଭାବରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ବଲାଙ୍ଗିର ବିଇଓ ରାଘବ ପାଣିଗ୍ରାହୀ, ମୁଖ୍ୟ ଉପଦେଷ୍ଟା ସନାତନ ଠାକୁର, ଜୋନାଲ ସଂଯୋଜକ ତଥା ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ପ୍ରାଥମିକ ଚିକିତ୍ସା ଅଧ୍ୟାପକ ସୁମନ୍ତ କୁମାର ଦ୍ୱିବେଦୀ, ଟାଉନ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଯୋଗଦେଇ ପ୍ରାଥମିକ ଉପଚାରର ସ୍ୱରୁପ, ପରିସର, ଉଦ୍ଦେଶ୍ୟ ଓ ଉପାଦେୟତା ବିଷୟରେ ମତବ୍ୟକ୍ତ କରିଥିଲେ । କୋଭଡ ଗାଇଡଲାଇନ ପାଳନ କରି ହୋଇଥିବା କାର୍ଯ୍ୟକ୍ରମରେ ପ୍ରାରମ୍ଭରେ ଜୁନିଅର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ ସ୍ୱାଗତ ଅଭିଭାଷଣ ଦେଇଥିଲେ । ପ୍ରକାଶଥାଉକି, ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରାଙ୍କ ତତ୍ୱାବଧାନରେ ଅନୁ୍‌ଷ୍ଠିତ ହେଉଥିବା ଚାରିଦିନ ବ୍ୟାପୀ ତାଲିମ ଶିବିରରେ ବଲାଙ୍ଗିର,ସୁବର୍ଣ୍ଣପୁର,ବୌଦ୍ଧ, କନ୍ଧମାଳ, ବରଗଡ, ସମ୍ବଲପୁର, ନୁଆପଡା, ସୁନ୍ଦରଗଡ ପ୍ରମୁଖର ୮ଗୋଟି ଜିଲ୍ଲାର ୨୫ଜଣ ଜୁନିଅର ରେଡକ୍ରସ

ପରାମର୍ଶଦାତା ମାନଙ୍କୁ ପ୍ରାଥମିକ ଉପଚାରର ସିନିଅର ପ୍ରଫେସନାଲ୍  ସାର୍ଟିଫିକେଟ କୋର୍ସ ବିଷୟରେ ତାଲିମ ପ୍ରଦାନ କରାଯିବ । ଆଗାମୀ ଦିନରେ ଜୁନିଅର ରେଡକ୍ରସ କାଉନସିଲର ମାନଙ୍କୁ ପ୍ରାଥମିକ ଉପଚାର ତାଲିମ ମାଧ୍ୟମରେ ବ୍ୟକ୍ତିତ୍ୱ ବିକାଶ କରାଯିବାର ଯୋଜନା ରାଜ୍ୟ ରେଡକ୍ରସ ସୋସାଇଟି ତରଫରୁ କରାଯାଇଛି । ବରିଷ୍ଠ ସାଧନ କର୍ମି ବିକାଶ ରଂଜନ ସାହୁ  କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଜିଲ୍ଲା ଶାରିରୀକ ଶିକ୍ଷା ନିରୀକ୍ଷକ ତଥା ଜୁନିଅର ରେଡକ୍ରସ ସଂପାଦକ ଜ୍ୟୋତି ପ୍ରସାଦ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ହେମନ୍ତ ପଧାନ, ରଂଜିତ ବହେରା ତଥା ଆୟୋଜକ ସ୍କୁଲର ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରି ବୃନ୍ଦ ସହଯୋଗ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like