-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

24-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ବୃକ୍ଷ ହିଁ ଜୀବନ, ବୃକ୍ଷ ନ ଥିଲେ କିଛି ନାହିଁ, ବୃକ୍ଷ ହିଁ ଜୀବନ.. ବୃକ୍ଷ ନ ଥିଲେ କିଛି ନାହିଁ ଏହାକୁ ପାଥେୟ କରି ମାହେଶ୍ୱରୀ ତାର ସାମାଜିକ ଦାୟିତ୍ୱ କୁ ନିର୍ବାହ ପୂର୍ବକ ବୃକ୍ଷ ରୋପଣକୁ ପ୍ରାଧାନ୍ୟ ଦେଇ ମାହେଶ୍ୱରୀ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା । ମାନ୍ୟବର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆମ ମନୋବଳକୁ ଦ୍ୱିଗୁଣିତ କରିଥିଲେ । ଆଜିର

ସମୟରେ ଆମେ କଂକ୍ରିଟ ଜଙ୍ଗଲ ବିକାଶିତ କରିବାରେ ବ୍ୟସ୍ତ ଥିବା ବେଳେ ଯୁବ ଗୋଷ୍ଠୀ ବୃକ୍ଷରୋପଣକୁ ପ୍ରାଧାନ୍ୟ ଦେବା ନିଶ୍ଚିତ ଭାବେ ଏକ ସାଧୁ ପ୍ରୟାସ ବୋଲି ମାହେଶ୍ୱରର ଉପଦେଷ୍ଟା ବ୍ୟାସଦେବ ନନ୍ଦ ମତ ଦେଇଥିଲେ । ମାହେଶ୍ୱରୀର ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ ସ୍ୱାଗତ ପ୍ରଦାନ କରିଥିଲେ । ସମସ୍ତଙ୍କୁ ଅନୁରୋଧ ଅନୁରୋଧ ଆସନ୍ତୁ ସମସ୍ତ କଂକ୍ରିଟ ଜଙ୍ଗଲରେ ବିକଶିତ ନ କରି ବୃକ୍ଷରୋପଣ କରିବା

ଓ ନିଜ ପରିବେଶକୁ ନେଜ ରକ୍ଷା କରିବା ବୋଲି ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ ଓ ସଭାପତି ଶୋଭନ କୁମାର ଅଗ୍ରୱାଲ ମତ ଦେଇଥିଲେ । ମହିଳା ଶାଖା ସଂଯୋଜିକା ସୋନିଆ ବେଜ, ସହ-ସଂଜୋଜିକା ପ୍ରିୟଙ୍କା ପଟ୍ଟନାୟକ, ଇଶିକା , ଅଙ୍କିତା ପଟ୍ଟନାୟକ, ବର୍ଷା ସିଂହ, ନିହାରିକା ତ୍ରିପାଠୀ, ବିଷ୍ଣୁପ୍ରିୟା ପାଣି, ସୁଶ୍ରୀତା ଠାକୁର, ସୁଷମା ବହିଦାର, ପଦ୍ମାଳୟା ବାରିକ, ରିତା ମହାନ୍ତି, ସଂଯୋଜକ ପ୍ରୀତିଶ ସାହୁ, ଶିବାନନ୍ଦ ସାହାଣି, ସାହିଲ ସିଂହ, ଆଶିଷ ଜେନା, ସୌମ୍ୟ ରଂଜନ ପଣ୍ଡା. ସୈାମ୍ୟ ରଂଜନ ବେହେରା, ସବିତାନନ୍ଦ ନାଥ, ରାଜ ବାଲୁକେଶ୍ୱର ନନ୍ଦ, ପ୍ରମୋଦ ସାହୁ, ସ୍ୱପନ ସିହ, ରୀଙ୍କୁ ମିଶ୍ର, ସୌମ୍ୟ ରଂଜନ ଠାକୁର ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like