-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ୬ ମାସ ତଳର ଏକ୍ସପାଏରି ସାଲାଇନ ଦେଇଥିବା ଅଭିଯୋଗ, ବଲାଙ୍ଗିର ସିଡି ଏମ୍ ଓ ଦ୍ରୁଷ୍ଟି ଦେବାକୁ ଦାବି

24-Aug-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଲୋଇସିଂହା ଅଂଚଳରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନୈକା ରୋଗୀଙ୍କୁ ୬ ମାସ ତଳର ଏକ୍ସପାଏରି ସାଲାଇନ ଦିଆଯାଇଥିବା  ଅଭିଯୋଗ ହୋଇଛି l ସଂପୃକ୍ତ ରୋଗୀଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଥିବାବେଳେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଏଭଳି ଘଟଣା ଘଟିଥିବାର ଅନୁମାନ କରାଯାଇଛି l ଲୋଇସିଂହା ବ୍ଲକ କନ୍ଦାଜୁରୀ ଗ୍ରାମର ମକୁନ୍ଦ ପଧାନଙ୍କ 

ଭଉଣୀ ସନ୍ତୋସିନୀ ପଧାନ ( ୧୮)ଙ୍କ ଦେହ ଅସୁସ୍ଥ ହେବାରୁ ଗତ ୨୨ ତାରିଖରେ ତାଙ୍କୁ ଲୋଇସିଂହା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା l ଭର୍ତିର ଦିନପରେ ଅର୍ଥାତ ୨୩ ତାରିଖ ରାତିରେ ତାଙ୍କୁ D5 ନାମକ ଏକ ସାଲାଇନ ଦିଆଯାଇଥିଲା l ତେବେ ସାଲାଇନ ନେବାର କିଛି ସମୟ ପରେ ସନ୍ତୋସିନୀଙ୍କ ମୁଣ୍ଡ ବୁଲାଇବା ସହିତ ବାନ୍ତି ହୋଇ ଅସୁସ୍ଥ ହୋଇପଡିଥିଲେ l ଏ ବିଷୟକୁ ନେଇ ତାଙ୍କ ବଡ଼ଭାଇ ମକୁନ୍ଦ ଅଭିଯୋଗ କରିଛନ୍ତି l ସାଲାଇନର ଅବଧି ମାର୍ଚ୍ଚ ୨୦୨୧ ରେ ଶେଷ ହୋଇ ଯାଇଥିବା ବେଳେ କିଭଳି ରୋଗୀଙ୍କୁ ଏକ୍ସପାଏରି ସାଲାଇନ ଦିଆଗଲା, ସେ ନେଇ ରୋଗୀଙ୍କ ବଡ଼ଭାଇ ମକୁନ୍ଦ ପ୍ରଶ୍ନ ଉଠାଇଛନ୍ତି l ଏ ନେଇ ଲୋଇସିଂହା ହସ୍ପିଟାଲର ମେଡିକାଲ ଅଫିସର ଡା ପ୍ରତିମା ସୋରେନଙ୍କୁ ପଚାରିବାରେ ସେ ଘଟଣାକୁ ସ୍ୱୀକାର କରିବା ସହିତ ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବେ ବୋଲି ପ୍ରକାଶ କରିଥିଲେ l ତେବେ ଗତ ମାର୍ଚ୍ଚ ମାସରୁ ପ୍ରାୟ ୨୫ ଟି D5 ସାଲାଇନ ଷ୍ଟୋରରୁମରୁ ରୋଗୀଙ୍କ ପାଇଁ ଦିଆଯାଇ ଥିବାବେଳେ ସେଥିରୁ ଭୁଲ 

ବଶତଃ ଗୋଟିଏ ରହିଯାଇଥିବା ନେଇ ଫାର୍ମାସିଷ୍ଟ ମହାଦେବ ରଣା  ସଫେଇ ଦେଇଛନ୍ତି l ବଲାଙ୍ଗୀର ସିଡିଏମଓ ଏଥିପ୍ରତି ଦୃଷ୍ଟିଦେଇ ଘଟଣାର ତଦନ୍ତ କରି ଏହି ଘଟଣାରେ ଦାୟୀ ବ୍ୟକ୍ତିବିଶେଷଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like